Posted inଜାତୀୟ

ଦିବ୍ରୁଗଡ଼ ଜେଲରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଚଣ୍ଡଗଡ଼,୨୪।୪: ଖଲିସ୍ତାନୀ ନେତା ଅମ୍ରିତପାଲ ସିଂଙ୍କୁ ଗିରଫ ପରେ ଏକ ସ୍ବତନ୍ତ୍ର ବିମାନରେ ଆସାମର ଦିବ୍ରୁଗଡ଼ ଜେଲକୁ ଅଣାଯାଇଛି। ଏନେଇ ଜେଲ୍‌ର ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରିଦିଆଯିବା ସହ ଅମ୍ରିତପାଲଙ୍କୁ ଏକ ସେଲ୍‌ରେ କଡ଼ା ସୁରକ୍ଷା ମଧ୍ୟରେ ରଖାଯାଇଛି।

ଦିବ୍ରୁଗଡ଼ ଜେଲ ପୂର୍ବରୁ ତାଙ୍କର ଅନ୍ୟ ୯ଜଣ ସହଯୋଗୀ ଅଛନ୍ତି। ହେଲେ ଅମ୍ରିତପାଲ ଜେଲ୍‌ରେ ସହଯୋଗୀଙ୍କୁ ସାକ୍ଷାତ କରିପାରିବେ ନାହିଁ ବୋଲି ବାରଣ କରାଯାଇଛି। ଏପରିକି ତାଙ୍କୁ ସେଲ୍‌ରୁ ବାହାରକୁ ବାହାରିବାକୁ ଅନୁମତି ଦିଆଯାଇ ନାହିଁ। ସେଲ୍‌ରେ ତାଙ୍କୁ ଖାଇବା ବ୍ୟବସ୍ଥା କରାଯାଇଛି। ତାଙ୍କୁ ଜେଲରେ କାମ କରିବାକୁ ମଧ୍ୟ ମନା ହୋଇଛି। ବର୍ତ୍ତମାନ ଦିବ୍ରୁଗଡ଼ ଜେଲରେ ପ୍ରାୟ ୪୨୦ କଏଦୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୦ଜଣ ଜାତୀୟ ସୁରକ୍ଷା ଆଇନ(ଏନ୍‌ଏସଏ)ରେ ଗିରଫ ହୋଇଛନ୍ତି। ଅନ୍ୟପକ୍ଷେ ଅମ୍ରିତପାଲଙ୍କ ଉପସ୍ଥତିକୁ ନେଇ ସେଣ୍ଟ୍ରାଲ ରିଜର୍ଭ ପୋଲସ ଫୋର୍ସ ଜେଲର ଚତୁଃପାର୍ଶ୍ୱରେ ୨୪ ଘଣ୍ଟାଆ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?