ବାଘୁଣୀ କୁଡ଼ିଆ ଘରେ ଶାବକଙ୍କୁ ଦେଲା ଜନ୍ମ

ନାସିକ, ୧୯।୮: ମହାରାଷ୍ଟ୍ରର ନାସିକରେ ଏକ ନିଆରା ଘଟଣା ଘଟିଛି। ଏଠାରେ କୁଡ଼ିଆ ଘରେ ଏକ ଚିତାବାଘୁଣୀ ୪ ଶାବକଙ୍କୁ ଜନ୍ମ ଦେଇଛି। ଚିତାବାଘୁଣୀ ସ୍ଥାନୀୟ ଇଗତପୁରୀ ଅଞ୍ଚଳରେ ଏକ ପରିତ୍ୟକ୍ତ କୁଡ଼ିଆ ଘରେ ଶାବକଙ୍କୁ ଜନ୍ମ ଦେଇଥିବା ଫରେଷ୍ଟ ଡିଭିଜନ ଅଧିକାରୀ ଗଣେଶରାଓ ଜୋଲ ସୂଚନା ଦେଇଛନ୍ତି। ଶାବକମାନେ ସୁରକ୍ଷିତ ଏବଂ ସୁସ୍ଥ ଅଛନ୍ତି । ଏଠାରୁ ମା’ ଚିତା ଏବଂ ଶାବକମାନଙ୍କୁ ଅନ୍ୟତ୍ର ନେବାକୁ ଉଦ୍ୟମ ହେଉଥିବା ସେ କହିଛନ୍ତି। କୁଡ଼ିଆ ଘରେ ଚିତାବାଘୁଣୀ ଶାବକଙ୍କୁ ଜନ୍ମ ଦେଇଥିବା ପ୍ରଚାରିତ ହେବା ପରେ ଲୋକେ ଏଠାକୁ ମା’ ଏବଂ ଶାବକଙ୍କୁ ଦେଖିବାକୁ ଆସୁଛନ୍ତି। ସୁରକ୍ଷା ଦୃଷ୍ଟିରୁ କାହାକୁ ନିକଟକୁ ଯିବାକୁ ଦିଆଯାଉ ନ ଥିବା ଗଣେଶରାଓ କହିଛନ୍ତି। ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଏହି ଅଞ୍ଚଳରେ ଚିତାବାଘଙ୍କ ସଂଖ୍ୟା ଅଧିକ ରହିଛିି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri