ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ ‘ଜୟଶ୍ରୀ’ର ଏହା ପ୍ରଥମ ସନ୍ତାନ ପ୍ରସବ।

ସୂଚନା ଥାଉକି, ନନ୍ଦନକାନନରେ ଏବେ ମୋଟ୍‌ ୨୯ଟି ବାଘ ଅଛନ୍ତି। ସାଧାରଣ ରଙ୍ଗର ବାଘ (ନରମାଲ୍ ଅରେଞ୍ଜ), ୧୯ଟି (୧୧ ପୁରୁଷ, ୮ ମାଈ) ଧଳା ବାଘ (ହ୍ୱାଇଟ୍ ଟାଇଗର), ୬ଟି (ସାଧାରଣତଃ ୩ ପୁରୁଷ, ୨ ମାଈ, କଳା ବାଘ (ମେଲାନିଷ୍ଟିକ୍ ବା ବ୍ଲାକ୍ ଟାଇଗର), ୪ଟି (୩ ପୁରୁଷ, ୧ ମାଈ) ବାଘ ଅଛନ୍ତି। 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri