ବାଘୁଣୀ ମା’-ଝିଅର ଘମାଘଟ ଲଢ଼େଇ, ଗର୍ଜନରେ ପର୍ଯ୍ୟଟକ ଭୟଭୀତ

ଜୟପୁର,୧୭ା୧୦: ରାଜସ୍ଥାନର ଯୋଧପୁରସ୍ଥିତ ରଣଥମ୍ବର ନ୍ୟାଶନାଲ ପାର୍କରେ ଆଜିକାଲି ଜୀବଜନ୍ତୁଙ୍କ ମଧ୍ୟରେ ଅଧିକାଂଶ ସମୟ ସଂଘର୍ଷ ଲାଗି ରହୁଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଏହି ପାର୍କରେ ଘଟିଥିବା ଏକ ସଂଘର୍ଷର ଫଟୋ ଭାଇରାଲ ହୋଇଛି। ପାର୍କରେ ବାଘୁଣୀ ଏବଂ ତା’ର ଏକ ଛୁଆ ମଧ୍ୟରେ ଲଢ଼େଇ ଲାଗିଛି। ଏମାନଙ୍କ ଗର୍ଜନରେ ପର୍ଯ୍ୟଟକମାନେ ଭୟଭୀତ ହୋଇପଡ଼ିଛନ୍ତି।


କିଛିଦିନ ତଳେ ବାଘୁଣୀ ଏବଂ ତା’ ଝିଅ ମଧ୍ୟରେ ସଂଘର୍ଷ ହୋଇଥିଲା। ଯାହାକୁ ନେଇ ବାଘୁଣୀ ଏରୋହେଡ୍‌ ଏବଂ ଝିଅ ରିଦ୍ଦି ଦୁଇଜଣ ଚର୍ଚ୍ଚାରେ ଅଛନ୍ତି। ରିଦ୍ଦିକୁ ଦେଖିଲେ ଲାଗୁଛି ସେ ବର୍ତ୍ତମାନ ଯେମିତି ରଣଥମ୍ବର ପାର୍କର ରାଣୀ ହେବାକୁ ଅଗ୍ରସର।


ମା’-ଝିଅଙ୍କ ଏପରି ଲଢ଼େଇ ଦେଖି ବନବିଭାଗ ମଧ୍ୟ ଆଶ୍ଚର୍ଯ୍ୟ ପ୍ରକାଶ କରିଛି। ବନ୍ୟପ୍ରାଣୀ ବିଶେଷଜ୍ଞଙ୍କ ମତରେ ରଣଥମ୍ବରରେ ବାଘଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ସ୍ଥାନସଂଖ୍ୟା ବହୁ କମ୍‌ ଅଛି। ଏହି କାରଣରୁ ବାଘ-ବାଘଙ୍କ ମଧ୍ୟରେ ସଂଘର୍ଷ ଘଟୁଛି। ଏହି ସଂଘର୍ଷ ଦେଖି ପାର୍କକୁ ଆସୁଥିବା ପର୍ଯ୍ୟଟକମାନେ ଆତଙ୍କିତ ହୋଇପଡୁଛନ୍ତି। ବନବିଭାଗ ମଧ୍ୟ ଚିନ୍ତାରେ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri