ଟିକୁ ଓ୍ବେଡ୍ସ ଶେରୁ : ବୟସକୁ ନେଇ ବିବାଦ

ମୁମ୍ବାଇ: ବଲିଉଡ୍‌ର ସେଲ୍ଫମେଡ୍‌ ଆକ୍ଟର ନଓ୍ବାଜୁଦ୍ଦିନ ସିଦ୍ଧିକି ଏବଂ ନଭନିତ କୌରଙ୍କ ଅପ୍‌କମିଂ ଫିଲ୍ମ ‘ଟିକୁ ଓ୍ବେଡ୍ସ ଶେରୁ’ କୋଷ୍ଟାରଙ୍କ ବୟସକୁ ନେଇ ବିବାଦ ମୁଣ୍ଡ ଟେକିଛି। ସାଇ କବିରଙ୍କ ନିର୍ଦ୍ଦେଶିତ ଏବଂ କଙ୍ଗନା ରାଣାଓ୍ବତଙ୍କ ପ୍ରଯୋଜିତ ଏହି ଫିଲ୍ମ ଗୁରୁବାର ମୁକ୍ତିଲାଭ କରିଛି। ଫିଲ୍ମରେ ନଓ୍ବାଜୁଦ୍ଦିନ ଓ ନଭନିତଙ୍କ ମଧ୍ୟରେ ବୟସ ବ୍ୟବଧାନ ଅଧିକ ହେବା ଯୋଗୁ ଅନେକେ ଏହାକୁ ପସନ୍ଦ କରୁ ନ ଥିବା ଜଣାପଡ଼ିଛି। ଚଳଚ୍ଚିତ୍ରରେ ନବନିତ ଟିକୁ ଚରିତ୍ରରେ ଅଭିନୟ କରିଥିବାବେଳେ ନଓ୍ବାଜୁଦ୍ଦିନ ଶେରୁ ଭୂମିକାରେ ନଜର ଆସିଛନ୍ତି। ଅଭିନୟ ଜଗତରେ ନିଜ କ୍ୟାରିୟର ଗଢ଼ିବା ପାଇଁ ଟିକୁ ବଡ଼ ଅଭିନେତ୍ରୀ ହେବାକୁ ସ୍ବପ୍ନ ଦେଖୁଥିବାବେଳେ ଶେରୁଙ୍କ ସହ ତାଙ୍କ ବାହାଘର ହୋଇଯାଏ। ଚରିତ୍ରରେ ଅଭିନୟ କରିଥିବା ନଓ୍ବାଜୁଦ୍ଦିନଙ୍କୁ ସେ ବିବାହ କରୁଛନ୍ତି। ଏହାପରେ ଫିଲ୍ମର କାହାଣୀ ଆରମ୍ଭ ହୁଏ। ଚଳଚ୍ଚିତ୍ରରେ ନଓ୍ବାଜୁଦ୍ଦିନ ଓ ନଭନିତଙ୍କର ଏକ ଚୁମ୍ବନ ସିନ୍‌ ରହିଛି, ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି।…

୨୭ ବର୍ଷ ବୟସରେ ସାଉଥ ଅଭିନେତାଙ୍କ ପରଲୋକ, ଘରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ,୧୨ା୩: ଚଳଚ୍ଚିତ୍ର ଜଗତରୁ ଏକ ଦୁଃଖଦ ଖବର ଆସିଛି । ମାଲାୟଲମ ଅଭିନେତା ହରି ମୁରଲୀଙ୍କ ୨୭ ବର୍ଷ ବୟସରେ ଦେହାନ୍ତ ହୋଇଛି । ମାତ୍ର ଚାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri