ଟିକ୍‌ଟକ୍‌କୁ ଜୋରଦାର୍‌ ଟକ୍କର ଦେବ ଏହି ସ୍ବଦେଶୀ ଆପ୍‌

ନୂଆଦିଲ୍ଳୀ,୨୪।୬ : ଚାଇନାର ଭାରତ ବିରୋଧୀ କାର୍ଯ୍ୟକଳାପ ଏବଂ ୨୦ ଯବାନ ଶହୀଦ ହେବା ଘଟଣାକୁ ନେଇ ଦେଶ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚାଇନା ସାମଗ୍ରୀର ବୟକଟ କରିବା ନେଇ ସାରା ଦେଶରେ କ୍ୟାମ୍ପେନ ହେଉଥିବା ଦେଖାଯାଇଛି। ଏପଟେ ଚାଇନା ଆପ୍‌ ଟିକ୍‌ଟକ୍‌କୁ ଫୋନରୁ ହଟାଇବା ଲାଗି ଦାବି ଜୋର ଧରିଛି। ଏଭଳି ସ୍ଥିତିରେ ସ୍ପଦେଶୀ ଆପ୍ଲିକେଶନ ଚିଙ୍ଗାରୀ ଆସିଛି। ଏହାକୁ ବହୁ ସଂଖ୍ୟାରେ ଲୋକ ଡାଉନଲୋଡ କରୁଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ମଙ୍ଗଳବାର ପର୍ଯ୍ୟନ୍ତ ଏହାକୁ ୫ ଲକ୍ଷ ଲୋକ ଡାଉନଲୋଡ କରିଥିବା ଆପ୍ଲିକେଶନର ଡେଭଲପର ଦାବି କରିଛନ୍ତି। ଗତ କିଛି ଦିନ ତଳେ ଟିକ୍‌ଟକ୍‌ର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ଏହା ପରେ ବଜାରକୁ ଆସିଥିବା ମିତ୍ରୋ ଆପ୍‌ର ବ୍ୟବହାର ନେଇ କଥା ଉଠିଥିଲା। ବର୍ତ୍ତମାନ ଟିକ୍‌ଟକ୍‌କୁ ଟକ୍କର ଦେବା ଲାଗି ୟୁଜରଙ୍କ ଲାଗି ଚିଙ୍ଗାରୀ ଆପ୍‌ ଉପଲବ୍ଧ ଥିବା କୁହାଯାଉଛି। ଚିଙ୍ଗାରୀ ଏବଂ ମିତ୍ରୋ ଟିକଟକ ଭଳି ସର୍ଟ ଭିଡିଓ ଆପ୍ଲିକେଶନ। କିଛିଦିନ ତଳେ ଟିକଟକ ୟୁଜର ଏବଂ ୟୁଟ୍ୟୁବ କଣ୍ଟେଣ୍ଟ କ୍ରିଏଟରଙ୍କ ମଧ୍ୟରେ ବିବାଦ ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?