Posted inଜାତୀୟ

ଚାଇନା ଆପ୍‌ ବ୍ୟାନ୍‌: ଟିକ୍‌ଟକ୍‌ ଖୋଲିଲେ ଆସୁଛି ଏଭଳି ନୋଟିସ୍‌

ନୂଆଦିଲ୍ଲୀ,୩୦।୬: ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ଘୋଷଣା କରିଛନ୍ତି। ଏପରିସ୍ଥଳେ ମଙ୍ଗଳବାର ସକାଳୁ ଗୁଗୁଲ୍‌ ପ୍ଲେ ଷ୍ଟୋରରୁ ଏହି ଆପ୍‌ଗୁଡ଼ିକୁ ହଟାଯାଇଛି। ଏଣୁ ଟିକ୍‌ଟକ୍‌ ମଧ୍ୟ କାମ କରୁ ନ ଥିବା ଦେଖିବାକୁ ମିଳିଛି। ଏବେ ଟିକ୍‌ଟକ୍‌ ଖୋଲିଲେ ଏକ ନୋଟିସ୍‌ ଦେଖିବାକୁ ମିଳୁଛି।

ଆମେ ଭାରତ ସରକାରଙ୍କ ଦ୍ୱାରା ୫୯ ଆପ୍‌କୁ ବ୍ଲକ କରିବା ନିଷ୍ପତ୍ତିକୁ ପାଳନ କରୁଛୁ। ସମସ୍ତ ବ୍ୟବହାରକାରୀଙ୍କ ଗୋପନୀୟତା ଏବଂ ସୁରକ୍ଷା ନିଶ୍ଚିତ କରିବା ଆମର ପ୍ରଥମ ପ୍ରାଥମିକତା ବୋଲି ନୋଟିସ୍‌ରେ ଲେଖାଯାଇଥିବା ଦେଖିବାକୁ ମିଳୁଛି।

ପ୍ରକାଶ ଯେ, ସୀମାରେ ଉତ୍ତେଜନା ଲାଗି ରହିଥିବା ବେଳେ ଭାରତ ସରକାର ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିଦେଇଛନ୍ତି। ଏହି ଆପ୍‌ ଗୁଡ଼ିକରେ ଗୋପନୀୟତା ସମେତ ଅନ୍ୟାନ୍ୟ ତଥ୍ୟ ଅନ୍ୟତ୍ର ସ୍ଥାନାନ୍ତର ହେଉଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?