Posted inଖେଳ

ହୃଦୟ ଜିତିଲେ ତିଳକ ବର୍ମା; ମା’ବାପାଙ୍କ ଲାଗି ଯାହା କରିଛନ୍ତି ଦେଖି ଚକିତ ହେଲେ ପ୍ରଶଂସକ

ହାଙ୍ଗଝୋ,୬।୧୦: ଭାରତର ଯୁବ ବ୍ୟାଟ୍ସମ୍ୟାନ ତିଳକ ବର୍ମା ଦେଶର ଉଦୀୟମାନ ତାରକାଙ୍କ ମଧ୍ୟରୁ ଅନ୍ୟତମ। ତାଙ୍କୁ ଦେଶର ଭବିଷ୍ୟତ ବୋଲି ମଧ୍ୟ କୁହାଯାଉଛି। ଏହି ବାମହାତୀ ବ୍ୟାଟ୍ସମ୍ୟାନ୍‌ କ୍ରମାଗତ ଭାବେ ନିଜର ବ୍ୟାଟିଂକୁ ନେଇ ନିଜର ଦକ୍ଷତାକୁ ପ୍ରମାଣିତ କରୁଛନ୍ତି। ଚାଇନାରେ ଖେଳାଯାଉଥିବା ଏସିଆନ ଗେମ୍ସର ସେମିଫାଇନାଲରେ ସେ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏହି ଇନିଂସ ସମୟରେ ତିଳକଙ୍କ ଏକ ଫଟୋ ଭାଇରାଲ ହେଉଛି।

ସେମିଫାଇନାଲରେ ଭାରତ ଏକପାଖିଆ ଭାବେ ବାଲାଂଦେଶକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ୍‌ରେ ଭାରତୀୟ ସ୍ପିନରମାନେ ବିରୋଧୀ ଦଳକୁ ବଡ଼ ସ୍କୋର କରିବାକୁ ଦେଇ ନ ଥିଲେ। ପ୍ରଥମେ ବ୍ୟାଟିଂ କରି ବାଲାଂଦେଶ ୨୦ ଓଭରରେ ୯୬/୯ ରନ୍‌ କରିଥିଲା। ଏହି ଲକ୍ଷ୍ୟକୁ ଟିମ୍‌ ଇଣ୍ଡିଆ ୯.୨ ଓଭରରେ ଗୋଟିଏ ଉଇକେଟ ହରାଇ ହାସଲ କରିଛି। ମ୍ୟାଚ୍‌ରେ ତିଳକ ୫୫ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ।

ତେବେ ମ୍ୟାଚ୍‌ରେ ତିଳକ ଯେତେବେଳେ ନିଜର ୫୦ ରନ୍‌ ପୂରଣ କରିଥିଲେ, ସେତେବେଳେ ସେ ନିଆରା ଭାବେ ସେଲିବ୍ରେଟ୍‌ କରିଥିଲେ। ସେ ନିଜର ଟି-ଶର୍ଟକୁ ଉଠାଇ ତାଙ୍କର ଏକ ଟାଟୁକୁ ଦେଖାଇଥିଲେ। ଟାଟୁଟି ତାଙ୍କ ମା’ବାପାଙ୍କର ଥିଲା। ତିଳକଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

The celebration for my mom, I was a bit down in the last few games, I included my best friend ‘Samaira’ in that as well. pic.twitter.com/8x4JiN8eon

— TILAK VARMA (@TilakVarmafc_72) October 6, 2023


Enter your email to get our daily news in your inbox.

All Right Reserved By Dharitri.Com

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri