ବିଜୁବାବୁଙ୍କର ଶ୍ରାଦ୍ଧବାର୍ଷିକୀରେ ତିଳତର୍ପଣ: ସାମିଲ ହେଲେ ଶତାଧିକ ବିଜୁପ୍ରେମୀ

ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ନିର୍ବାଚନ ମଣ୍ଡଳୀ ବିଜେଡି ତରଫରୁ ଭେଡେନ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବାବା ଜଳେଶର ମହାଦେବଙ୍କ ପବିତ୍ରସ୍ଥଳୀ କୁଦପାଲି ଜୀରା ଓ ଦନ୍ତା ନଦୀର ସଙ୍ଗମସ୍ଥଳୀ କୁଦପାଲିରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଗୁରୁବାର ତିଳତର୍ପଣ କାର୍ଯ୍ୟକ୍ରମ ହୋଇଥିଲା। ପଣ୍ଡିତ ପ୍ରେମ ପ୍ରକାଶ ପୁରୋହିତ ଏଥିରେ ପୌରୋହିତ୍ୟ କରିଥିଲେ। ପବିତ୍ର ସଙ୍ଗମ ସ୍ଥଳୀରେ ମା’ ଗଙ୍ଗାଙ୍କୁ ପୂଜନ, ଆଳତୀ ସହ ତିଳତର୍ପଣ ଅର୍ପଣ କରି ସ୍ନାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଯୁବ ସଭାପତି ସୁରେନ୍ଦ୍ର କର୍ମୀ, ରେଶମ ପଞ୍ଚାୟତ ସଭାପତି ସୁଶାନ୍ତ ଭୋଇ, ଜିଲା ପରିଷଦ ମୁଖ୍ୟ ସତ୍ୟଜିତ ପୁରୋହିତ ବରିଷ୍ଠ ନେତା ବଳରାମ ସାହୁ, ଜୋତି ରଞ୍ଜନ ମହାପାତ୍ର, ମାନ ମାଡପାଚି, ସାନନ୍ଦ ବେହେରା ପ୍ରମୁଖଙ୍କ ସମେତ ଶତାଧିକ ବିଜେଡି କର୍ମୀ ଯୋଗଦାନ କରି ତିଳତର୍ପଣ କରି ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ବିଜୁବାବୁଙ୍କ ପ୍ରତିଛବିରେ ପୂଜାର୍ଚ୍ଚନା,ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri