Posted inଜାତୀୟ

ଟିଲ୍ଲୁ ହତ୍ୟାକାଣ୍ଡର ଦ୍ୱିତୀୟ ଭିଡିଓ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୫।୫: ତିହାର ଜେଲ ଭିତରେ ସୁନିଲ ଓରଫ ଟିଲ୍ଲୁ ତାଜପୁରିୟାଙ୍କ ହତ୍ୟାକାଣ୍ଡର ଆଉ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଥମ ଭିଡିଓରେ ଯେତେବେଳେ ସୁରକ୍ଷାକର୍ମୀଙ୍କ ଅନୁପସ୍ଥିତିରେ ଅଭିଯୁକ୍ତ ଟିଲ୍ଲୁଙ୍କୁ ଆକ୍ରମଣ କରୁଥିବା ନଜର ଆସିଥିଲା, ଦ୍ୱିତୀୟ ଭିଡିଓରେ ପ୍ରାୟ ୧୦ ଜଣ ସୁରକ୍ଷାକର୍ମୀଙ୍କ ଉପସ୍ଥିତିରେ ଟିଲ୍ଲୁଙ୍କୁ ଆକ୍ରମଣ କରୁଥିବା ନଜର ଆସିଛି।
ଭିଡିଓ ଦେଖିଲେ ଲାଗୁଛି ଯେମିତି ପୋଲିସ ଯବାନ ଓ ଜେଲକର୍ମୀ ଅଭିଯୁକ୍ତିଙ୍କୁ କାବୁ କରିବା ବଦଳରେ ନିଜ ଜୀବନକୁ ଭୟ କରୁଛନ୍ତିି। ଭିଡିଓରେ ସ୍ପଷ୍ଟ ବାରି ହେଉଛି କି ଅଭିଯୁକ୍ତଙ୍କ ଉପରେ କାହାର ନିୟନ୍ତ୍ରଣ ନାହିଁ।
ଭିଡିଓରେ ଆହୁରି ମଧ୍ୟ ଦେଖାଯାଇଛି କି ଟିଲ୍ଲୁଙ୍କୁ ଓ୍ବାର୍ଡରୁ ଶୀଘ୍ର ବାହାରକୁ ଆଣିବା ପରିବର୍ତ୍ତେ ତାଙ୍କ ଉପରେ ଆକ୍ରମଣକୁ ଦେଖି ଟିଲ୍ଲୁଙ୍କ ବଡିକୁ ଛାଡିଦେଇ ସମସ୍ତେ ଦୂରେଇ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri