କୋଲକାତା ନାଇଟ ରାଇଡର୍ସ: ଅଲି ଖାନଙ୍କ ସ୍ଥାନରେ ଟିମ୍‌ ସିଫର୍ଟ

ଓ୍ବେଲିଂଟନ,୧୯।୧୦(ପି.ଟି.): କୋଲକାତା ନାଇଟ ରାଇଡର୍ସ(କେକେଆର) ଦଳରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ଟିମ୍‌ ସିଫର୍ଟ ସ୍ଥାନ ପାଇଛନ୍ତି। ଆମେରିକୀୟ ଦ୍ରୁତ ବୋଲ ଅଲି ଖାନ୍‌ ଆହତ ହୋଇ ଦଳକୁ ବାଦ୍‌ ପଡିବା ପରେ ତାଙ୍କ ସ୍ଥାନରେ ସିଫର୍ଟ ସ୍ଥାନ ପାଇଛନ୍ତି। କ୍ୟାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ଖେଳିବାକୁ ଚୁକ୍ତିବଦ୍ଧ ହୋଇଥିଲେ ମଧ୍ୟ ସେ ସାଇଡ୍‌ ଷ୍ଟ୍ରେନ୍‌ ଇଞ୍ଜୁରୀ ପାଇଁ ଖେଳିପାରି ନ ଥିଲେ। ଅଲି ଖାନ୍‌ ପ୍ରଥମ ଆମେରିକୀୟ ଖେଳାଳି ଭାବେ ଆଇପିଏଲ୍‌ ଖେଳିବାକୁ ଚୁକ୍ତିବଦ୍ଧ ହୋଇଥିଲେ। ଗତ ୭ ତାରିଖରେ ଅଲି ଟୁର୍ନାମେଣ୍ଟରୁ ବାଦ୍‌ ପଡିଥିଲେ। ଇଂଲଣ୍ଡ ବୋଲର ହାରୀ ଗୁର୍ନୀ ଆହତ ହେବା ଫଳରେ ଅଲିଙ୍କୁ କୋଲକାତା ଦଳରେ ସାମିଲ କରାଯାଇଥିଲା। ୨୯ ବର୍ଷୀୟ ସିଫର୍ଟ ସିପିଏଲ୍‌ ଦଳ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ଦଳରେ ସାମିଲ ହୋଇଥିଲେ। ଏହି ଟୁର୍ନାମେଣ୍ଟ ଅଗଷ୍ଟ- ସେପ୍ଟେମ୍ବରରେ ଖେଳାଯାଇଥିଲା। ଅଲି ମଧ୍ୟ ଏହି ଟୁର୍ନାମେଣ୍ଟରେ ୮ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri