Posted inଖେଳ

ମହିଳାଙ୍କ ମେକ୍‌ଅପ୍‌ କରନ୍ତି ଏହି କ୍ରିକେଟରଙ୍କ ସ୍ତ୍ରୀ

ବିଶ୍ୱର ସବୁଠାରୁ ବିପଜ୍ଜନକ ବୋଲରଙ୍କ ମଧ୍ୟରୁ ଅନ୍ୟତମ ନ୍ୟୁଜିଲାଣ୍ଡର ତାରକା ବୋଲର ଟିମ୍‌ ସାଉଥିଙ୍କ ସ୍ତ୍ରୀ ବ୍ରାଇ ଫାହି ମଧ୍ୟ ତାଙ୍କ ଭଳି ପ୍ରତିଭାର ଅଧିକାରୀ। ବ୍ରାଇ ପତ୍ନୀ ମେକଅପ ଏବଂ ହେୟାର ଆର୍ଟରେ ପାରଦର୍ଶୀ ଅଟନ୍ତି। ୨୭ ଡିସେମ୍ବର ୧୯୯୦ ରେ ଜନ୍ମଗ୍ରହଣ କରିଥିବା ବ୍ରାଇ ଫାହି ଜଣେ ମେକଅପ ଆର୍ଟିଷ୍ଟ ଏବଂ ହେୟାର ଷ୍ଟାଇଲିଷ୍ଟ। ସେ ନ୍ୟୁଜିଲାଣ୍ଡର ଏକ ସେଲୁନରେ ମେକଅପ ଆର୍ଟିଷ୍ଟ ଭାବରେ କାର୍ଯ୍ୟ କରନ୍ତି। ଏହି କ୍ଷେତ୍ରରେ, ସେ ନିଜ ଦକ୍ଷତା ସହିତ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।
ସାଉଥି ବିଶ୍ୱର ତାରକା କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ। କିନ୍ତୁ ତାଙ୍କ ସ୍ତ୍ରୀ କ୍ରିକେଟ ପରିବର୍ତ୍ତେ ରଗ୍‌ବି ଦେଖିବାକୁ ପସନ୍ଦ କରନ୍ତି। ବ୍ରାଇଙ୍କର ବିଶେଷ କଥା ହେଉଛି ସେ ତାଙ୍କ ସ୍ବାମୀଙ୍କ ସହ ରଗବୀଙ୍କ ମ୍ୟାଚ ଦେଖିବାକୁ ପସନ୍ଦ କରନ୍ତି। ଯେତେବେଳେ ବି ସେ ସୁଯୋଗ ପାଆନ୍ତି, ସେ ସାଉଥିଙ୍କ ସହ ରଗବୀର ମ୍ୟାଚ ଦେଖନ୍ତି। ବ୍ରାଇ ଜଣେ ମେକଅପ ଆର୍ଟିଷ୍ଟ ଏବଂ ହେୟାର ଷ୍ଟାଇଲିଷ୍ଟ ହୋଇପାରନ୍ତି, କିନ୍ତୁ ସେ ନେଲ ଆର୍ଟ କରିବାକୁ ମଧ୍ୟ ଭଲ ପାଆନ୍ତି। ୨୦୧୧ରେ ଏକ ମ୍ୟାଚ ସମୟରେ ବ୍ରାଇ ସାଉଥିଙ୍କୁ ଭେଟିଥିଲେ ଏବଂ ପରେ ଉଭୟଙ୍କ ଧ୍ୟରେ ପ୍ରେମହୋଇଥିଲା। ଏହି ଦମ୍ପତିଙ୍କର ଦୁଇଟି ସନ୍ତାନ ଅଛନ୍ତି। ବ୍ରାଇ ଘୋଡା ଚଢିବାକୁ ମଧ୍ୟ ଭଲ ପାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri