ଭୁବନେଶ୍ୱର,୭।୪(ବ୍ୟୁରୋ): ଜନପଥସ୍ଥିତ ଆଇଡିବିଆଇ ବ୍ୟାଙ୍କରେ ୬ଟି ପ୍ଲଟ ବନ୍ଧକ ରଖି ୪ କୋଟି ୮୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଆର.କେ. ଟିମ୍ବର କମ୍ପାନୀର ପ୍ରୋପ୍ରାଇଟର ନରେନ୍ଦ୍ର କୁମାର ସାହୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ବ୍ୟାଙ୍କ ଆଞ୍ଚଳିକ ମୁଖ୍ୟଙ୍କ ଅଭିଯୋଗକ୍ରମେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶାଖା ପକ୍ଷରୁ ଘଟଣାର ତଦନ୍ତ କରାଯାଇ ସାହୁଙ୍କୁ ଗିରଫ କରାଯିବା ପରେ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ୍ ନାମଞ୍ଜୁର ହୋଇଯିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
୨୦୦୯ରେ ନରେନ୍ଦ୍ର ଉକ୍ତ ବ୍ୟାଙ୍କରେ ଚନ୍ଦକା କଣ୍ଟାବାଡ ମୌଜାର ୬ଟି ପ୍ଲଟ ବଦଳ ବନ୍ଧକ ରଖି ୮୦ ଲକ୍ଷ ଟଙ୍କା ଋଣ କରିଥିଲେ। ପରେ ମୂଳ ସହ ସୁଧ ନ ଦେବାରୁ ତାହା ବୃଦ୍ଧି ପାଇ ୪ କୋଟି ୮୦ ଲକ୍ଷ୍ୟରେ ପହଞ୍ଚତ୍ତ୍ଥିଲା। ସେ ୨୦୧୧-୧୨ରେ ବ୍ୟାଙ୍କକୁ ସୂଚନା ନ ଦେଇ ୨ଟି ପ୍ଲଟ ୬ ଜଣଙ୍କୁ ବିକ୍ରି କରିଥିଲେ। ଅନ୍ୟ ୪ଟି ବନ୍ଧକ ପ୍ଲଟ ମଧ୍ୟ କାଗଜପତ୍ର ଠିକ ନ ଥିଲା।
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…
କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ
ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…
ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି
ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…
Archives

