ଲକ୍ଷାଧିକ ଟଙ୍କାର କାଠଗଣ୍ଡି ଜବତ କଲା ବନ ବିଭାଗ, ୩ ଗିରଫ

ବରଗଡ଼ ଅଫିସ,୪ା୧୦: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଏଁଲାଭଟାରେ ଚାଲିଥିବା ଚୋରା କାଠ କାରବାର ଠାବ ହୋଇଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ବନ ବିଭାଗର ଅଧିକାରୀ, କର୍ମଚାରୀମାନେ ସେଠାରେ ଅତର୍କିତ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଶାଗୁଆନ କାଠଗଣ୍ଡି, ଏକ ଟ୍ରାକ୍ଟର, ୨ଟି ବାଇକ, ବ୍ୟବହୃତ କରତ କଳ ଜବତ କରିଛନ୍ତି। ଏହା ସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିଜେପୁର ଥାନା ଟେଙ୍ଗରା ଗ୍ରାମର ଦୁତିଆ ସା, ସୁରେନ୍ଦ୍ର ନାଏକ ଏବଂ ସହଦେବ ସାହୁ। ଏ ନେଇ ଅଧିକ ଚଦନ୍ତ ଜାରି ରହିଛି ବୋଲି ପଦ୍ମପୁର ରେଞ୍ଜର ପ୍ରମୋଦ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଚ୍ଛେଦ ଦାବିରେ ଆନ୍ଦୋଳନ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ମହିଳାମାନେ...

ଏନ୍‌ଏସି ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ଦିଆଗଲା ନିଯୁକ୍ତି

ପୁରୁଷୋତ୍ତମ ପୁର, ୪।୨(ଡି.ଏନ.ଏ.): ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟରେ ଆଗେଇ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି। ପ୍ରଶାସନ ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ନିଯୁକ୍ତି...

ଜମିବାଡି ବିବାଦରୁ ପୁତୁରାଙ୍କୁ ହତ୍ୟା

ସିନାପାଲି,୧୬।୧: ନୂଆପଡା ଜିଲା ସିନାପାଲି ଥାନା ଗମ୍ଭାରୀଗୁଡ଼ା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନନ୍ଦ ଖର୍ସେଲ (୩୫)।...

ଆଜି ‘ବିଗ୍‌ ବି’ଙ୍କ ଜନ୍ମଦିନ: ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ପୁରୀ ଅଫିସ,୧୧।୧୦: ଶୁକ୍ରବାର ମହାନାୟକ ତଥା ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ୭୭ତମ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ବିଗ୍‌ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି...

ନନ୍ଦନକାନନରେ ବାଘଛୁଆ ‘ବିବେକ’ର ମୃତ୍ୟୁ

ବାରଙ୍ଗ,୧୩।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୪ ମାସର ବାଘଛୁଆ ‘ବିବେକ’ର ମଙ୍ଗଳବାର ଅପରାହ୍ନରେ ମୃତ୍ୟୁ ଘଟିଛି। ଗତ ୫ ଦିନ ହେବ ସେ ଅସୁସ୍ଥ ଥିଲା ବେଳେ ଠିକ୍‌...

ଜିତିଲେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରଫୁଲ୍ଲ

ଭଦ୍ରକ ଅଫିସ/ ବନ୍ତ,୧୪ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ୧୫ ନଂ. ଜୋନ୍‌ର ଜିଲା ପରିଷଦ ସଭ୍ୟ ତଥା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ଜେନା...

ଖାଇବାକୁ ମିଳୁନି, ଋଣ ଅସୁଲ ହେଉଛି  

ସମ୍ବଲପୁର, ୧୧।୬ (ବ୍ୟୁରୋ)-ସରକାର ବ୍ୟାଙ୍କ ଓ ମାଇକ୍ରୋ ଫାଇନାନ୍ସ କମ୍ପାନୀ ଗୁଡିକର ଋଣ ଅସୁଲ କରିବା ଉପରେ ରୋକ୍‌ ଲଗାଇଛନ୍ତି। ହେଲେ ମାଇକ୍ରୋ ଫାଇନାନ୍ସ କମ୍ପାନୀ...

ରାଗି ଘରୁ ଚାଲିଆସିଥିଲେ, ଆଜି ଗଛରେ ଝୁଲୁଥିଲା ମୃତଦେହ

ଚୌଦ୍ୱାର,୪ା୬(.): କଟକ ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ଚୌଦ୍ୱାର ଇଟୁଆ ରାସ୍ତାରେ ଗାଲା ପୋଲ ତଳେ ଥିବା ବିରୂପା ନଦୀପଠାରୁ ଝୁଲନ୍ତା ମୃତ ଦେହ ଜବତ...

Advertisement
Archives

Model This Week