ରିଲିଜ୍ ହେଲା ‘ଟାଇମ୍ ଟୁ ଡ୍ୟାନ୍ସ’ର ଟ୍ରେଲର

ମୁମ୍ବାଇ: ବଲିଉଡ୍ ନାୟିକା କ୍ୟାଟ୍ରିନା କୈଫଙ୍କ ଭଉଣୀ ଇସାବେଲ କୈଫଙ୍କ ଡେବ୍ୟୁ ଫିଲ୍ମ ‘ଟାଇମ୍ ଟୁ ଡ୍ୟାନ୍ସ’ର ଟ୍ରେଲର ରିଲିଜ୍ ହୋଇଛି । ଏହା ଏକ ଡ୍ରାନ୍ସ ଫିଲ୍ମ ହୋଇଥିବା ବେଳେ ଏଥିରେ ଇସାବେଳେ ଅଭିନେତା ସୁରଜ ପାଞ୍ଚୋଲିଙ୍କ ସହ ନଜର ଆସିବେ । ଏହି ଫିଲ୍ମର କାହାଣୀ ହେଉଛି ଏଥିରେ ଡ୍ୟାନ୍ସ କମ୍ପିଟିଶନରେ ଭାଗ ନେବା ଲାଗି ସୁରଜ ପାଞ୍ଚୋଲି ବିଦେଶ ଯାଇଥିବା ବେଳେ ସେଠାରେ ତାଙ୍କୁ ଇସାବେଲଙ୍କ ସହଯୋଗ ମିଳିଛି । ଏହାପରେ ଅସଲ କମ୍ପିଟିଶନ ଆରମ୍ଭ ହୋଇଛି । ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି କୋରିଓଗ୍ରାଫରରୁ ନିର୍ଦ୍ଦେଶକ ହେବାକୁ ଯାଉଥିବା ଷ୍ଟାନଲେ ମେନିନୋ ଡି’କୋଷ୍ଟା । ଏହାସହ କୋରିଓଗ୍ରାଫର ରେମୋ ଡିସୁଜାଙ୍କ ପତ୍ନୀ ଲିଜେଲ ଏହାର ପ୍ରଯୋଜନା ଦାୟିତ୍ୱ ନେଇଛନ୍ତି । ଫିଲ୍ମଟି ୨୦୨୮ରେ ଶୁଟିଂ ସରିଥିଲେ ବି ଏବେ ପର୍ଯ୍ୟନ୍ତ ଏହା ରିଲିଜ୍ ଅପେକ୍ଷାରେ ରହିଥିଲା । ତେବେ ମାର୍ଚ୍ଚ ୧୨ରେ ଏହା ରିଲିଜ୍ ହେବ ବୋଲି ବି ଜଣାପଡିଛି । ଏହା ବ୍ୟତୀତ ଇସାବେଲଙ୍କ ହାତରେ ଆଉ ୨ଟି ପ୍ରୋଜେକ୍ଟ ରହିଛି । ସେ ଖୁବ୍‌ଶୀଘ୍ର ‘ସୁସ୍ୱାଗତମ ଖୁସାମଦିଦ’ରେ ପୁଲକିତ ସମ୍ରାଟଙ୍କ ସହ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?