Posted inଜାତୀୟ

ମୁହଁ ଖୋଲିଲେ ପାର୍ଥ: କହିଲେ ‘ସମୟ ହିଁ ସବୁକିଛି କହିବ’

କୋଲକାତା,୨୯।୭: ପଶ୍ଚିମବଙ୍ଗ ସ୍କୁଲ ସେବା କମିଶନ(ଏସ୍‌ଏସ୍‌ସି) ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହେବା ପରେ ମନ୍ତ୍ରୀପଦ ହରାଇଛନ୍ତି ପାର୍ଥ ଚାଟାର୍ଜୀ। ଏପରିକି ତାଙ୍କୁ ଟିଏମ୍‌ସିରୁ ମଧ୍ୟ ନିଲମ୍ବନ କରାଯାଇଛି। ଏବେ ସେ ଇଡି ହେପାଜତରେ ଥିବା ବେଳେ ପ୍ରଥମ ଥର ପାଇଁ ନିଜର ପ୍ରତିକ୍ରିୟା ରଖିଛନ୍ତି। ଦଳର ନିଷ୍ପତ୍ତି ନେଇ ପଚରାଯିବାରେ ସେ ‘ ସମୟ ହିଁ ସବୁକିଛି କହିବ’ ବୋଲି କହିଛନ୍ତି।

ପ୍ରକାଶ ଯେ, ସ୍କୁଲ ନିଯୁକ୍ତି ଦୁର୍ନୀତି ସମୟରେ ପାର୍ଥ ଶିକ୍ଷାମନ୍ତ୍ରୀ ଥିଲେ। ସେତେବେଳେ ନିଯୁକ୍ତି ପ୍ରଦାନ ଲାଗି ଆଶାୟୀ ପ୍ରାର୍ଥୀଙ୍କଠାରୁ କୋଟି କୋଟି ଟଙ୍କା ଆଦାୟ କରାଯାଇଥିଲା। ଉକ୍ତ ମାମଲାରେ ଇଡି ପାର୍ଥଙ୍କୁ ଗିରଫ କରିଥିଲା। ପରେ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କର ଦୁଇଟି ଘର ଉପରେ ଇଡି ଚଢ଼ାଉ କରି ୫୦ କୋଟି ନଗଦ ଟଙ୍କା ସହ ୫ କିଗ୍ରା ସୁନା ଜବତ କରିଥିଲା। ଏବେ ଉଭୟ ଇଡି ହେପାଜତରେ ଥିବା ବେଳେ ଘଟଣାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?