ଅରୁନ୍ଧତୀକୁ ଟାଇମ୍ସ ଆଇକନ୍‌ ଅଫ୍‌ ଓଡ଼ିଶା ଆଓ୍ବାର୍ଡ

ଭୁବନେଶ୍ୱର,୩।୧୦: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ଟାଇମ୍ସ ଆଇକନ ଅଫ ଓଡିଶା ଆଓ୍ବାର୍ଡ’ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟାଇମ୍ସ ଅଫ ଇଣ୍ଡିଆ ଗ୍ରୁପ ପକ୍ଷରୁ ନିକଟରେ ଆୟୋଜିତ ଟାଇମ୍ସ ଆଇକନ ଅଫ ଓଡିଶା-୨୦୨୪ ସମ୍ମାନ ସମାରୋହ ଉତ୍ସବରେ ଅରୁନ୍ଧତୀ ଜୁଏଲର୍ସକୁ ଉକ୍ତ ପୁରସ୍କାର ଦିଆଯାଇଛି। ଏପରିକି ଦୀର୍ଘ ୨୫ ବର୍ଷ ଧରି ଅଳଙ୍କାର ବଜାରରେ ଉଲ୍ଲେଖନୀୟ ସଫଳତା ପାଇଁ ଅରୁଡ଼୍ଦତୀ ଜୁଏଲର୍ସକୁ ଏହି ସମ୍ମାନ ପ୍ରଦାନ କରାଯାଇଛି।ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ହୋଟେଲ କ୍ରାଉନଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅରୁନ୍ଧତୀ ଜୁଏଲର୍ସର ଏମଡି ତଥା ପ୍ରତିଷ୍ଠାତା ବ୍ରହ୍ମାନନ୍ଦ ମେହେରଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଥିଲେ।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ଏମଡି ତଥା ପ୍ରତିଷ୍ଠାତା ବ୍ରହ୍ମାନନ୍ଦ ମେହେର କହିଥିଲେ, ଆଗାମୀ ଦିନରେ ମଧ୍ୟ ଆମେ ଆମର କର୍ତ୍ତବ୍ୟପରାୟଣଭାବକୁ ବଜାୟ ରଖିବା ସହିତ ଓଡିଶା ଓ ଓଡ଼ିଆ ଜାତି, ଐତିହ୍ୟକୁ ସର୍ବଦା ଉନ୍ନତି ପଥରେ ଅଗ୍ରସର କରାଇବା ପାଇଁ ଆବଶ୍ୟକ କାର୍ଯ୍ୟ ଜାରି ରଖିବୁ ବୋଲି ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri