ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି 

ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ ଶିତିଆ ମାଝୀଙ୍କ ଘରର ଟିଣ ପବନରେ ଉଡିଯାଇଥିବାରୁ ଘର ଭିତରକୁ ପାଣି ପସି ଯାଇଛି। ଘରେ ରହିଥିବା ଧାନ ଫସଲ ସହ ଅନେକ ଆବଶ୍ୟକୀୟ ସାମଗ୍ରୀ ନଷ୍ଟ ହୋଇଯାଇଛି।
ଏହି  ସମୟରେ ପରିବାରଲୋକେ  ଘରେ ଶୋଇଥିବା ବେଳେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିଲା।
ସେହିପରି ଗ୍ରାମର ବିଭିନ୍ନ ରାସ୍ତାରେ ମଧ୍ୟ ଅନେକ ଗଛ ପଡିଥିବା ଦେଖିବାକୁ ମିଳିଛି, ଯାହା ଯାତାୟାତରେ ବାଧା ସୃଷ୍ଟି କରୁଛି।
ଏହି ପରିସ୍ଥିତିରେ ଗ୍ରାମବାସୀମାନେ ପ୍ରଭାବିତ ପରିବାରକୁ ଶୀଘ୍ର ସରକାରୀ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ

ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା…

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri