Posted inଫୁରସତ

ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା

ଆଜି ଅର୍ଥାତ୍‌ ଜୁନ୍‌ ୪ରେ ହେଉଛି ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀଙ୍କ ଜନ୍ମଦିନ। ଏହି ଅବସରରେ ସ୍ତ୍ରୀ ଟିନା ଅମ୍ବାନୀ ସ୍ବାମୀ ଅନିଲଙ୍କ ପାଇଁ ଜନ୍ମଦିନର ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କରିଛନ୍ତି। ଏହି ପୋଷ୍ଟରେ ସେ ଅନିଲଙ୍କୁ ପରିବାର ପ୍ରତି ଉତ୍ସର୍ଗୀକୃତ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଛନ୍ତି। ଟିନା ସ୍ବାମୀଙ୍କ ବିଷୟରେ ଆହୁରି ଲେଖିଛନ୍ତି, ପରିବାର ପ୍ରତି ଉତ୍ସର୍ଗୀକୃତ, ଜଣେ ନିରନ୍ତର କର୍ମୀ, ଗଭୀର ଆଧ୍ୟାତ୍ମିକ ଏବଂ ଉଲ୍ଲେଖନୀୟ ବ୍ୟକ୍ତି ଭାବରେ ଆମ ଘରର ପ୍ରତ୍ୟେକ ସଦସ୍ୟଙ୍କ ପାଖରେ ସେ ଜଣାଶୁଣା।

ସେ ଲେଖିଛନ୍ତି, ‘ଆମ ସମସ୍ତଙ୍କୁ ସର୍ତ୍ତମୂଳକ ସମର୍ଥନ ଏବଂ ଶକ୍ତିର ଉତ୍ସ, ମୋ’ ଡେଣା ତଳ ପବନ ଏବଂ ତାଙ୍କୁ ମୋର ଯେଷ୍ଟେ ସମର୍ଥନ ରହିଛି। ଜନ୍ମଦିନ ବାର୍ତ୍ତା ସହିତ ଟିନା ତାଙ୍କ ଦୁଇ ପୁଅ ଅନମୋଲ ଏବଂ ଅନସଲଙ୍କ ସହ ଏକ ଫ୍ୟାମିଲି ଫଟୋ ଶେୟାର କରିଛନ୍ତି।

ଟିନାଙ୍କ ଏହି ପୋଷ୍ଟରେ ୟୁଜରମାନେ ଅନିଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ହୃଦୟକୁ ଛୁଇଁଲା ପରି କମେଣ୍ଟ ସବୁ ଦେଇଛନ୍ତି।

ଅନିଲ ୪ ଜୁନ୍‌ ୧୯୫୯ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ହେଉଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ପ୍ରତିଷ୍ଠାତା ଧୀରୁଭାଇ ଅମ୍ବାନୀ ଏବଂ ମାତା କୋକିଳାବେନ୍‌। ଅନିଲ ୧୯୯୧ ଟିନା ଅମ୍ବାନୀ (ଟିନା ମୁନିମ୍‌)ଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?