ବାଇକ୍‌କୁ ପିଟିଲା ଟିପ୍ପର: ଚାଲିଗଲା ବାପ-ପୁଅଙ୍କ ଜୀବନ

ଯାଜପୁର,୬।୪: ଯାଜପୁର ଜିଲା ସଦର ଥାନା ଅଧୀନ ବରୁହାଁ ଛକ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶିମିଳିଆ ପଞ୍ଚାୟତ ଷଠିଆଟଗିରି ଗ୍ରାମର ସଇନ୍ଦା ଜେନା ଏବଂ ତାଙ୍କ ପୁଅ ମୁନା ଜେନା।

ମିଳିଥିବା ସୂଚନା ମୁତାବକ, ବାପ-ପୁଅ ଏକ ବାଇକ୍‌ରେ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ସେମାନେ କାମ ସାରି ଘରକୁ ଫେରୁଥିଲେ। ହେଲେ ବରୁହାଁ ଛକ ନିକଟରେ ଏକ ଟିପ୍ପର ଭାରସାମ୍ୟ ହରାଇ ବାଇକ୍‌ଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ବାପାଙ୍କ ମୃତ୍ୟୁ ଘଟିଥିଲା। ପୁଅ ମୁନାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଣା ସ୍ଥଳରେ ସଦରଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

କୋଣ ଅନୁକୋଣରେ ପହଞ୍ଚିବ କୃମି ନାଶକ ବଟିକା: ଲୋକଙ୍କୁ କରାଯିବ ସଚେତନ

ମହାକାଳପଡ଼ା,୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବାୟାବାବା କଲେଜ ସଭାଗୃହଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri