ନିଜ ପାଇଁ କିଛି କଥା

ଦୈନନ୍ଦିନ ଜୀବନରେ ଆମେ ଜାଣତରେ ହେଉ ଅବା ଅଜାଣତରେ କିଛି ନା କିଛି ଭୁଲ୍‌ କରିଥାଉ; ଯାହା ଭବିଷ୍ୟତରେ ଆମ ପାଇଁ ବିପଦର କାରଣ ସାଜିଥାଏ। ତେଣୁ ଏହି ସାମାନ୍ୟ ଭୁଲ୍‌କୁ ବେଳ ଥାଉ ଥାଉ କିପରି
ସୁଧାରି ହେବ ସେ ନେଇ କିଛି ଟିପ୍ସ…

ସର୍ବଦା ବାମ କାନରେ ଦେଇ କଥା ହେବା ଦରକାର। କାରଣ ଡାହାଣ କାନ ମସ୍ତିଷ୍କର ଖୁବ୍‌ ନିକଟତର। ତେଣୁ ବାମ କାନରେ କଥା ହେଲେ ଫୋନ୍‌ର ରେଡିୟସନ୍‌ ଆମ ମସ୍ତିଷ୍କ ଉପରେ ବିଶେଷ ପ୍ରଭାବ ପକାଏ ନାହିଁ ।

ଥଣ୍ଡା ପାଣିରେ ଔଷଧ ଖାଇବା ଅନୁଚିତ୍‌ । କାରଣ ଥଣ୍ଡା ପାଣିରେ ଔଷଧ ମିଳେଇବା ପାଇଁ ଟିକେ ଅଧିକ ସମୟ ଲାଗେ ।

ସର୍ବଦା ହାଲ୍‌କା ଖାଦ୍ୟ ଖାଇବା ଉଚିତ। କାରଣ ଶୋଇବା ପରେ ପାଚନ ପ୍ରକ୍ରିୟା ଧୀର ହୋଇଯାଏ; ଯଦ୍ଦ୍ବାରା ଖାଦ୍ୟ ସହଜରେ ହଜମ ହୋଇପାରେନା।

ଅଧିକ ଏବଂ ରାତିରେ କମ୍‌ ମାତ୍ରାରେ ପାଣି ପିଇବା ଦରକାର।

ଉତ୍ତମ ନିଦ୍ରାର ସମୟ ହେଉଛି ରାତି ୧୦ଟାରୁ ଭୋର୍‌ ୪ଟା ।

ଖାଇବା ପରେ ସାଙ୍ଗେ ସାଙ୍ଗେ ଶୋଇବା ଠିକ୍‌ ନୁହେଁ। କାରଣ ଏପରି କଲେ ବେଳେବେଳେ ଔଷଧ ତଣ୍ଟିରେ ଲାଖିଯିବାର ସମ୍ଭାବନା ଥାଏ ।

ବ୍ୟାଟେରି ୧୫%ରୁ କମ୍‌ ଥିଲେ କଦାପି କଲ୍‌ ଉଠାନ୍ତୁ ନାହିଁ। କାରଣ ଏହି ସମୟରେ ଫୋନ୍‌ର ରେଡିୟସନ୍‌ ୧୦୦୦ ଗୁଣ ଅଧିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri