Posted inଜାତୀୟ

ତିରୁପତି ଲଡୁ ବିବାଦ: ମନ୍ଦିରରେ ଝାଡୁ ଲଗାଇ ପ୍ରାୟଶ୍ଚିତ କରୁଛନ୍ତି ପଓ୍ବନ କଲ୍ୟାଣ, ଦେଖନ୍ତୁ ଭିଡିଓ

ବିଜୟଓ୍ବାଡା,୨୪।୯: ତିରୁପତିସ୍ଥିତ ଭେଙ୍କଟେଶ୍ୱର ସ୍ବାମୀ ମନ୍ଦିରକୁ ପଶୁ ଚର୍ବିରେ ମିଶ୍ରିତ ଘିଅ ଯୋଗାଣ ପ୍ରସଙ୍ଗରେ ଅନେକ ରାଜନୈତିକ ବୟାନବାଜି ଚାଲିଛି। ଏହି ସମୟରେ ଆନ୍ଧ୍ରପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣ ପ୍ରସାଦଙ୍କ ପ୍ରତି ହୋଇଥିବା ଅନ୍ୟାୟ ପାଇଁ ୧୧ ଦିନିଆ ପ୍ରାୟଶ୍ଚିତ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି ଯେ ସେ ଏପରି ଘଟଣାକୁ ରୋକି ପାରିଲେ ନାହିଁ ବୋଲି ସେ ଅନୁତାପ କରିଛନ୍ତି।

ଏହିକ୍ରମରେ ମଙ୍ଗଳବାର ସକାଳେ ପୱନ କଲ୍ୟାଣ ବିଜୟୱାଡାର ଦୁର୍ଗା ମଲେଶ୍ୱର ସ୍ବାମୀ ମନ୍ଦିରରେ ପୋଛା ଲଗାଇଥିଲେ। ସୂଚନାଯୋଗ୍ୟ, ପୱନ କଲ୍ୟାଣ ଅକ୍ଟୋବର ୧ ପର୍ଯ୍ୟନ୍ତ ପ୍ରାୟଶ୍ଚିତ କରିବେ। ଏହା ପରେ ସେ ପ୍ରଭୁ ଭେଙ୍କଟେଶ ମନ୍ଦିରକୁ ଯାଇ ଭଗବାନଙ୍କଠାରୁ କ୍ଷମା ମାଗିବେ।
ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଅଭିଯୋଗ କରିଥିଲେ ଯେ ପୂର୍ବ ଜଗନ ମୋହନ ରେଡ୍ଡୀ ସରକାରଙ୍କ ସମୟରେ ତିରୁପତି ମନ୍ଦିରରେ ଖରାପ ଗୁଣାତ୍ମକ ମାନର ଘିଅ ବ୍ୟବହାର କରାଯାଇଥିଲା। ଲଡୁରେ ପଶୁ ଚର୍ବି ସହିତ ଅନେକ ଦୂଷିତ ଉପାଦାନ ବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୂଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri