ରେକର୍ଡ ଭାଙ୍ଗିଲା ଟିଟିଲାଗଡ଼

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଶନିବାର ରାଜ୍ୟର ୯ଟି ସ୍ଥାନରେ ୪୪ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ ସହରରେ ତାପମାତ୍ରା ସର୍ବାଧିକ ୪୫.୫ ଡିଗ୍ରୀ ରହିଛି। ଏହା ଚଳିତ ବର୍ଷର ସର୍ବାଧିକ ତାପମାତ୍ରା। ସେହିଭଳି ବୌଦ୍ଧ ଓ ବଲାଙ୍ଗିରରେ ତାପମାତ୍ରା ୪୫ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ାରେ ୪୪.୯, ସୋନପୁରରେ ୪୪.୭, ଅନୁଗୋଳରେ ୪୪.୫, ସମ୍ବଲପୁରରେ ୪୪.୩, ବରଗଡ଼ରେ ୪୪.୪ ଓ ସୁନ୍ଦରଗଡ଼ରେ ୪୪ ଡିଗ୍ରୀ ସେଲସିୟସ ରହିଛି। ଗୋପାଳପୁରରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩୦.୮ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୮ ଡିଗ୍ରୀ ଓ କଟକରେ ୩୬.୮ ଡିଗ୍ରୀ ରେକର୍ଡ ରହିଥିବା ରାଜ୍ୟ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଘରେ ରହୁଥିବା ଦମ୍ପତି ଗାଁକୁ ଫେରିଲେ

  ଲଖନପୁର,୨୫ା୪(ଡି.ଏନ୍‌.ଏ.)-ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳା ପାଇଁ କେତେକ ସ୍ଥାନରେ କରୋନା ସନ୍ଦିଗ୍ଧ ବ୍ୟକ୍ତିମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି ।  ଏଥିସହିତ ସେମାନେ...

ଶିଶୁଙ୍କ ପୁଷ୍ଟିସାଧନ, ମାନସିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ଶିଶୁମାନେ ହେଉଛନ୍ତି ଦେଶ ଓ ଜାତିର ଭବିଷ୍ୟତ। ଶିଶୁର ସାମଗ୍ରିକ ବିକାଶ କ୍ଷେତ୍ରରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଶିଶୁଙ୍କ ଗୁଣାତ୍ମକ ଶିକ୍ଷା ପାଇଁ...

୫୫ ବାତ୍ୟା ଆଶ୍ରୟସ୍ଥଳ ପାଇଁ ୨୯.୩୬ କୋଟି ମଞ୍ଜୁର

ଭୁବନେଶ୍ୱର,୫ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫୫ ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ୨ୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ...

ଫସଲ ନଷ୍ଟ ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୫ା୧୨: କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ସ୍ଥାନରେ ଗତ ଶୁକ୍ରବାର ସନ୍ଧ୍ୟାରୁ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ବର୍ଷାରେ ଚାଷୀଙ୍କ ଫସଲ ନଷ୍ଟ ହେବା ଆଶଙ୍କା...

କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ ସିରିଜ୍‌ ଫାଇନାଲ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ପୋଲିସ କମିଶନର

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟାରେ ଭାଙ୍ଗି ପଡିଥିବା କଳିଙ୍ଗ ଷ୍ଟାଡିୟମ ଇତିମଧ୍ୟରେ ପୁଣିଥରେ ନୂଆରୂପରେ ଛିଡା ହୋଇଯାଇଛି। ଷ୍ଟାଡିୟମରେ ଏବେ ଏଫ୍‌ଆଇଏଚ ସିରିଜ୍‌ ଫାଇନାଲ ପୁରୁଷ ପ୍ରତିଯୋଗିତା ଥିବାରୁ...

ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପଯର୍‌ୟନ୍ତ ପ୍ରତ୍ୟହ...

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ...

ରାଜନୈତିକ ଚାପରେ ଡ୍ରେନ ନିର୍ମାଣ: ଘଣ୍ଟାଏ ବର୍ଷାରେ ଘରେ ପଶିଲା ପାଣି

ଓଡ଼ଗାଁ,୮ା୮(ସ୍ବ.ପ୍ର.): ଓଡଗାଁ ଏନ୍‌ଏସି ମାନ୍ୟତା ପାଇବା ପରେ ବିଭିନ୍ନ ଓ୍ବାର୍ଡର ରାସ୍ତା ଓ ଡ୍ରେନ ନିର୍ମାଣ କରାଯାଇଥିଲା। ହେଲେ ଜରୁରୀ ଆବଶ୍ୟକତା ଥିବା ସ୍ଥାନକୁ ବାଦ୍‌ଦେଇ...

Advertisement
Archives

Model This Week