Advertisement

୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ଟିଟିଲାଗଡ଼,(ଡି.ଏନ୍‌.ଏ.)୫।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ସ୍ଥାୟୀ ପ୍ରତିକାର ଦାବିରେ ଟିଟିଲାଗଡ଼ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ ସୋମବାର ସହରର ସମସ୍ତ ଦୋକାନବଜାର ବନ୍ଦ ରହିବା ସହ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ପ୍ରତିଷ୍ଠାନ ବନ୍ଦ ରହିଛି। ବନ୍ଦ ଯୋଗୁ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି। ଯୁବ ମୋର୍ଚ୍ଚା ନେତା ନରସିଂହ ସିଂ, ଜଲା ପରିଷଦ ସଭ୍ୟ ଦିଲୀପ ଖରସେଲ ପ୍ରମୁଖଙ୍କ ନେତୃତ୍ୱରେ ବହୁ କର୍ମୀ, ନେତା ଆନ୍ଦୋଳନରେ ସାମିଲ ହେବା ସହ ବାଇକ ଶୋଭାଯାତ୍ରାରେ ସହର ପରିକ୍ରମା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆ ବ୍ଲକ୍‌ ଅଞ୍ଚଳରେ ମାତିଲେଣି ପଙ୍ଗପାଳ  

ପଡ଼ିଆ,୧ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ବ୍ଲକ ଅଞ୍ଚଳରେ ପଙ୍ଗପାଳଙ୍କ ଉତ୍ପାତ ଦେଖିବାକୁ ମିଳିଛି। ପଙ୍ଗପାଳକୁ ନେଇ ସରକାର ଚାଷୀଙ୍କୁ ସତର୍କ ରହିବା ପାଇଁ କହିଥିବା...

କଳାହାଣ୍ଡିରେ ପ୍ରଥମ କରୋନା ରୋଗୀ ଚିହ୍ନଟ ପରେ ଅକ୍ରାନ୍ତଙ୍କ ପଞ୍ଚାୟତ ସିଲ୍ କଲା ପ୍ରଶାସନ

କେସିଙ୍ଗା, ୫।୪(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖମାର ହଳଦୀ ଗ୍ରାମ ପଞ୍ଚାୟତ ଅଞ୍ଚଳର ଜଣେ ୨୯ ବର୍ଷୀୟ ଯୁବକ କରୋନା ରୋଗରେ ଆକ୍ରାନ୍ତ ହୋଇଛନ୍ତ।...

୨ବର୍ଷ ହେଲା କନିଷ୍ଠ ଯନ୍ତ୍ରୀଙ୍କ ଅଫିସ୍‌ ବନ୍ଦ

ବରୀ, ୧୦।୭ (ଡି.ଏନ୍‌.ଏ.): ଯାଜପୁର ଜିଲା ଜାରକା ଡିଭିଜନ ବରୀ ଉପଖଣ୍ଡ ଜଳସମ୍ପଦ ବିଭାଗ ଅଧୀନରେ ଥିବା କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି ପାଲଟିଛି। ୨ବର୍ଷ...

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ହରଭଙ୍ଗା,୩୦ା୧୦(ଡି.ଏନ୍‌.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ସିଙ୍ଗାଣିବିଡ଼ା ନିକଟରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି।...

୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍‌ସୁଗାର...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମହିଳା ମୃତ

ଟାଙ୍ଗୀ(ଖୋର୍ଦ୍ଧା)/ଚିଲିକା,୧୮।୧୦(ଡି.ଏନ.ଏ.):  ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ୍‌ ହରିପୁର ଗ୍ରାମପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମରେ ଗୁରୁବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମହିଳା ପ୍ରାଣ ହରାଇଛନ୍ତି।...

ପାଟପୁରରୁ ୬ ଅଷ୍ଟଧାତୁ ମୂର୍ତ୍ତି ଚୋରି

ଧର୍ମଶାଳା,୧୩।୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ବଳଦେବଜୀଉ ମନ୍ଦିରରୁ ଚୋରି ହୋଇଛି। ଶୁକ୍ରବାର ରାତିରେ ଦୁର୍ବୃତ୍ତମାନେ ମନ୍ଦିର ଗେଟ୍‌ ତାଲା ଭାଙ୍ଗି...

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସିଲ୍‌

ପୁରୀ ଅଫିସ,୨୬।୭: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା। ହସ୍ପିଟାଲର ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଇସିୟୁକୁ...

Advertisement
Archives

Model This Week