ଜଳୁଛି ଟିଟିଲାଗଡ଼, ୪୫ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୮ା୬(ବ୍ୟୁରୋ): ରାଜ୍ୟରେ ଅଗ୍ନିବର୍ଷା ହେଉଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ବିଶେଷକରି ପଶ୍ଚିମ ଓଡ଼ିଶାର ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼ ଏବଂ ନୂଆପଡ଼ାରେ ହିଟ୍‌ ଓ୍ବେଭ୍‌ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ଟିିଟିଲଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀକୁ ବୃଦ୍ଧି ପାଇଛି। ଫଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଲୋକେ ଆଉଟ ପାଉଟ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ପୂର୍ତ୍ତ ବିଭାଗ ରାସ୍ତା, ବଢୁଛି ଦୁର୍ଘଟଣା

ବ୍ରହ୍ମପୁର ଅଫିସ, ୪।୧୧: ସରକାର ରାସ୍ତା ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ମଧ୍ୟ ସହରର ଅନେକ ରାସ୍ତା ଖାଲଖମାରେ ପରିପୂର୍ଣ୍ଣ...

କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ...

ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ...

ସମସ୍ୟାକୁ ଅଣଦେଖା କରୁଛି ପୌର ପ୍ରଶାସନ

ଖୋର୍ଦ୍ଧା ଅଫିସ,୩୧ା୮: ବୁଧବାର ଖୋର୍ଦ୍ଧା ପୌର ପ୍ରଶାସନ ପାଳିବ ୬୩ତମ ସ୍ବାୟତ୍ତ ଶାସନ ଦିବସ। ଦୀପ ତଳ ଅନ୍ଧାର ଭଳି ରାଜଧାନୀ ଜିଲା ଖୋର୍ଦ୍ଧା ସହରର...

କାଳବୈଶାଖୀରେ ଭାଙ୍ଗିଲା ଘର, ଗଛ

ପାଟଣା,୨୫।୪(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ବର୍ଷା ପବନ ସାଙ୍ଗକୁ କୁଆ ପଥର ମାଡ଼ ଯୋଗୁ...

ପ୍ରଥମ ପର୍ଯ୍ୟାୟରେ ୬୪ ଜଣଙ୍କୁ ନିଯୁକ୍ତି

ଢେଙ୍କାନାଳ ଅଫିସ, ୨୪।୮: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟିସ୍ଥିତ ରିମ୍‌ଝିମ୍‌ ଇସ୍ପାତ କମ୍ପାନୀରେ ଜମିହରା ପ୍ରଜାଙ୍କ ନିଯୁକ୍ତି ପ୍ରକ୍ରିୟା ନେଇ ଏକ ବୈଠକ ମଙ୍ଗଳବାର...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କଲେ ସ୍ବାମୀ

ଲୋଇସିଂହା,୨୭।୩: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସଂସା ଗାଁରେ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣଙ୍କ...

କୋଭିଡ୍‌ ନିୟମ ଉଲ୍ଲଂଘନ କରି ବାହାଘର: ଗୋପାଳପୁର ମେ ଫେୟାର ହୋଟେଲ ସିଲ୍‌

ବ୍ରହ୍ମପୁର ଅଫିସ/ଗୋପାଳପୁର,୪ା୭- ଗଞ୍ଜାମ ଜିଲାରେ ଭୟଙ୍କର ରୂପ ନେଉଛି କରୋନା। ଏହାର ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ମାତ୍ର ସବୁ ନିୟମକୁ ଫୁ’...

Advertisement
Archives

Model This Week