ଭିଜିଲାନ୍ସ ଜାଲରେ ଟିଟଲାଗଡ଼ ରେଞ୍ଜର

ବଲାଙ୍ଗୀର ଅଫିସ,୮।୧୨: ଭିଜିଲାନ୍ସ ଜାଲରେ ରେଞ୍ଜର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲା ଟିଟିଲାଗଡ ଜଙ୍ଗଲ ବିଭାଗର ରେଞ୍ଜର ଶିବପ୍ରସାଦ ନାଏକଙ୍କ ବାସଭବନରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର ଓ ସୋନପୁର ଭିଜିଲାନ୍ସ ଟିମ୍‌ ଚାରୋଟି ଜାଗାରେ ଚଢ଼ାଉ ଜାରି ରଖିଛନ୍ତି । ଟିଟିଲାଗଡ଼ ସରକାରୀ ବାସଭବନ, ଅଫିସ,ବଲାଙ୍ଗିର ସହର ସରସ୍ବତୀ ନଗରଠାରେ ଥିବା ବାସଭବନ ଏବଂ ଲୋଇସିଂହା ଥାନା ପାନେସରା ଗାଁରେ ଥିବା ପୈତୃକ ଘରେ ଏକକାଳୀନ ଚଢ଼ାଉ କରାଯାଉଛି । ବଲାଙ୍ଗିର ବାସଭବନରେ ରେଞ୍ଜର ଶିବପ୍ରସାଦ ଉପସ୍ଥିତ ଅଛନ୍ତି । ସେଠାରୁ କିଛି ନଗଦ ଟଙ୍କା ବାହାରିଥିବା ଜଣାପଡିଛି । ଭିଜିଲାନ୍ସ ବିଭାଗ ରେଞ୍ଜରଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତି, ଗାଡି ମୋଟର, ବ୍ୟାଙ୍କ ବାଲାନ୍ସ, ଜାଗାବାଡିର ତନ୍ନ ତନ୍ନ କରି ଯାଞ୍ଚ କରିବା ସହିତ ତାର ମୂଲ୍ୟ ଆକଳନ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ତୃତୀୟ ସପ୍ତାହରେ ମାଟ୍ରିକ, ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମେ’ ତୃତୀୟ ସପ୍ତାହରେ ମାଟ୍ରିକ୍‌ ଏବଂ ଶେଷ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି  ବିଦ୍ୟାଳୟ...

ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌ ଆଈନାତି: ୫ଶହ ଭାତା, ୧୦ କେ.ଜି. ଚାଉଲ ସାହାଭରସା

ଲାଠୋର, ୧୯।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ଚାଉଲଡ଼ିଆ ଗଁାର ବୁରୁଧ୍‌ ବିଧବା ପ୍ରେମ କୁମ୍ଭାର(୭୦) ଆର ନାତି ମହେଶ...

ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର କାର୍ଯ୍ୟ ବୁଧବାର ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ଅଞ୍ଚଳରୁ ପ୍ରଚାର କାର୍ଯ୍ୟରେ ଯୋଗ ଦେଇଥିବା ନେତା...

ସବୁ ଚାଷୀଙ୍କୁ ମିଳିବ ପରିଚୟପତ୍ର

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ସମସ୍ତ ଚାଷୀଙ୍କୁ କୃଷକ ପରିଚୟପତ୍ର ଦିଆଯିବ। ଏଥିପାଇଁ କୃଷକ ଓଡ଼ିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀଙ୍କୁ ନେଇ କୃଷକ ଡାଟାବେସ୍‌ ଆରମ୍ଭ...

‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା...

ମଣ୍ଡିରୁ ଧାନ ଉଠାଇବା ଦାବି: କୁଟ୍ରୁଛକଠାରେ ଚାଷୀଙ୍କ ରାସ୍ତାରୋକୋ

ଭବାନୀପାଟଣା/କଲମପୁର,୧୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ କୁଟ୍ରୁ ପ୍ୟାକ୍ସ ମଣ୍ଡିରେ ଅବ୍ୟବସ୍ଥା ଯୋଗୁ ଚାଷୀଙ୍କ ଧାନ ଉଠିପାରୁ ନାହିଁ । ତୁରୁନ୍ତ ମଣ୍ଡିରୁ ଧାନ ଉଠାଇବା...

ପରଲୋକରେ ବିଶିଷ୍ଟ ଲେଖକ ମନୋଜ ଦାସ

ଭୁବନେଶ୍ୱର,୨୭।୪ : ବିଶିଷ୍ଟ ଲେଖକ ମନୋଜ ଦାସଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ।...

ରାସ୍ତା, କୋଠାବାଡ଼ି କାମର ସମୀକ୍ଷା

ପୁରୀ ଅଫିସ,୧୧।୮: ପୁରୀ ସର୍କିଟ ହାଉସରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ସୋମବାର ପୂର୍ତ୍ତ ବିଭାଗର ଖୋର୍ଦ୍ଧା ଓ ପୁରୀ ଖଣ୍ଡର ବିଭିନ୍ନ...

Advertisement
Archives

Model This Week