Posted inଖେଳ

ଅଶ୍ୱିନୀ-ତନିଶାଙ୍କୁ ଟାଇଟଲ

ନାଣ୍ଟିସ (ଫ୍ରାନ୍ସ), ୨୦ା୬ (ପି.ଟି.): ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଯୋଡ଼ି ଅଶ୍ୱିନୀ ପୋନାପ୍ପା ଓ ତନିଶା କ୍ରାଷ୍ଟ୍ରୋ ନାଣ୍ଟିସ ଇଣ୍ଟରନ୍ୟାଶନାଲ ଚ୍ୟାଲେଞ୍ଚ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେମାନେ ଚାଇନିଜ ତାଇପେର ହଙ୍ଗ୍‌ ଏନ୍‌ ଜୁ ଓ ଲିନ୍‌ ୟୁ-ପେଙ୍କୁ ୨୧-୧୫, ୨୧-୧୪ରେ ହରାଇ ଦେଇଛନ୍ତି। ମ୍ୟାଚ ଜିତିବାକୁ ଭାରତୀୟ ଯୋଡ଼ି ମାତ୍ର ୩୧ ମିନିଟ ସମୟ ନେଇଥିଲେ। ତେବେ ଭାରତ ମିକ୍ସଡ ଡବଲ୍ସ ଫାଇନାଲରେ ହାରିଯାଇଛି। ତନିଶା ଓ କେ. ସାଇ ପ୍ରତୀକ କ୍ୱାଲିଫାୟରରୁ ଫାଇନାଲରେ ପହଞ୍ଚତ୍ ଥିଲେ। ମାତ୍ର ସେମାନେ ଡେନମାର୍କର ମାଡ୍ସ ଭେଷ୍ଟରଗାର୍ଡ ଓ ଖ୍ରିଷ୍ଟିନ୍‌ ବସ୍କଙ୍କଠାରୁ ୨୧-୧୪, ୧୪-୨୧, ୧୭-୨୧ରେ ହାରିଯାଇଥିଲେ। ସୂଚନାଯୋଗ୍ୟ, ଇଣ୍ଟରନ୍ୟାଶନାଲ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟ ବିଡବ୍ଲ୍ୟୁ ଓ୍ବାଲର୍‌ଡ ସିରିଜର ଅଂଶ ବିଶେଷ ନୁହଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri