Advertisement

କରୋନାରେ ଟିଏମ୍‌ସି ପ୍ରାର୍ଥୀ ମୃତ

କୋଲକାତା, ୨୬ା୪: ଉତ୍ତର ୨୪ ପ୍ରଗଣା ଜିଲା ଖର୍ଦାହ ନିର୍ବାଚନମଣ୍ଡଳୀର ଟିଏମ୍‌ସି ପ୍ରାର୍ଥୀ କାଜଲ ସିହ୍ନାଙ୍କ ରବିବାର ପରଲୋକ ଘଟିଛି। ତାଙ୍କୁ ୫୯ ବର୍ଷ ହୋଇଥିଲା। ଦୁଇ ଦିନ ପୂର୍ବେ ତାଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବାବେଳେ କୋଲକାତାର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ଶୋକବ୍ୟକ୍ତ କରିଛନ୍ତି। ସେ ତାଙ୍କ ଜୀବନ ଲୋକଙ୍କ ସେବାରେ ଉତ୍ସର୍ଗ କରିଥିବା ମମତା କହିଛନ୍ତି। ଉକ୍ତ ନିର୍ବାଚନମଣ୍ଡଳୀରେ ଗତ ୨୨ ତାରିଖରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟକୁ ଅନୁମତି

ନୂଆଦିଲ୍ଲୀ,୧୮ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ପ୍ରଧାନମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ବଢ଼ାଇଥିବାବେଳେ ୨୦ ତାରିଖରୁ ଗ୍ରାମାଞ୍ଚଳରେ ବିଭିନ୍ନ ଅର୍ଥନୈତିକ...

ଯୋଧପୁର ଆଇଆଇଟି ତିଆରି କଲା ଏମିତି ମେଶିନ, ଯାହା ଯେକୌଣସି ଜିନିଷର ଭିତର ପର୍ଯ୍ୟନ୍ତ କରିବ ସାନିଟାଇଜ୍‌

ଜୟପୁର,୨୮।୧: ଆଇଆଇଟି ଯୋଧପୁର ଆତ୍ମନିର୍ଭର ଭାରତ ଏବଂ ମେକ୍‌ ଇନ୍‌ ଇଣ୍ଡିଆ ଅଧୀନରେ ଏମିତି ଏକ ଏସି ମେଶିନ ତିଆରି କରିଛି ଯାହା କୌଣସି ଜିନିଷର...

ପଛ ଯାତ୍ରୀ ସିଟ୍‌ବେଲ୍ଟ ନ ବାନ୍ଧିଲେ ଦେବାକୁ ପଡିବ ଜରିମାନା…

ନୂଆଦିଲ୍ଲୀ,୭।୯: କାର୍‌ ପଛ ସିଟ୍‌ରେ ବସୁଥିବା ଯାତ୍ରୀ ଯଦି ସିଟ୍‌ବେଲ୍ଟ ବ୍ୟବହାର ନ କରନ୍ତି, ତେବେ ସେମାନଙ୍କୁ ଜରିମାନା ଦେବାକୁ ପଡ଼ିବ। ଖୁବ୍‌ଶୀଘ୍ର ସରକାର ଏଭଳି...

ଇଡି, ସିବିଆଇକୁ ଅସ୍ତ୍ର କରୁଛି କେନ୍ଦ୍ର

ନୂଆଦିଲ୍ଲୀ, ୨୪।୨ (ଆଇଏଏନ୍‌ଏସ୍‌): ପୁଡ଼ୁଚେରୀରେ କଂଗ୍ରେସ ସରକାର ଭାଙ୍ଗିବା ପରେ ବର୍ଷକ ମଧ୍ୟରେ ଏହି ଦଳ ଦୁଇଟି ରାଜ୍ୟରେ କ୍ଷମତା ହରାଇଛି। ଏହା ପୂର୍ବରୁ ମଧ୍ୟପ୍ରଦେଶରେ...

ମହିଳା ଏମ୍‌ପିଙ୍କୁ ଭାଜପା ନେତାଙ୍କ ପରାମର୍ଶ: ରାଜନୀତି ଛାଡି,ଘରେ ଯାଇ ରୋଷେଇ କରିବ

ମୁମ୍ବାଇ,୨୬।୫: ମହାରାଷ୍ଟ୍ର ଭାଜପା ସଭାପତି ଚନ୍ଦ୍ରକାନ୍ତ ପାଟିଲ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ଏନସିପି ଏମ୍‌ପି ସୁପ୍ରିୟା ସୁଲେଙ୍କୁ ରାଜନୀତିରେ ଯୋଗଦେବା...

ପୂର୍ବତନ ନୌସେନା ଅଧିକାରୀଙ୍କୁ ହତ୍ୟା

ବରୁଇପୁର,୨୧।୧୧ : ଦିଲ୍ଲୀର ଶ୍ରଦ୍ଧା ଓ୍ବାଲ୍‌କର ବୀଭତ୍ସ ହତ୍ୟାକାଣ୍ଡ ଅନୁରୂପ ଅପରାଧ ପଶ୍ଚିମବଙ୍ଗରେ ସାମ୍‌ନାକୁ ଆସିଛି। ଶ୍ରଦ୍ଧାଙ୍କୁ ତାଙ୍କ ଲିଭ୍‌-ଇନ ପାର୍ଟନର ହତ୍ୟା କରିବା ପରେ...

ଜେଏନ୍‌ୟୁ ଆକ୍ରମଣ: ଦେଶବ୍ୟାପୀ ନିନ୍ଦା

ନୂଆଦିଲ୍ଲୀ,୭ା୧(ପି.ଟି./ଆଇଏଏନ୍‌ଏସ୍‌): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପରିସରରେ ରବିବାର ରାତିରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦେଶବ୍ୟାପୀ ନିନ୍ଦା କରାଯାଇଛି। ଦିଲ୍ଲୀ...

ଚନ୍ଦ୍ରରେ ଘର ତିଆରି କରିବାକୁ ସ୍ବତନ୍ତ୍ର ଇଟା ପ୍ରସ୍ତୁତ କଲେ ଭାରତୀୟ ବୈଜ୍ଞାନିକ !

ବେଙ୍ଗାଲୁରୁ,୧୫।୮: ଚନ୍ଦ୍ରରେ ଘର ତିଆରି କରିବାକୁ ଭାରତୀୟ ବୈଜ୍ଞାନିକମାନେ ଏକ ସ୍ବତନ୍ତ୍ର ଇଟା ପ୍ରସ୍ତୁତ କରିଥିବା କୁହାଯାଉଛି। ବିଶେଷ ଧରଣର କିଛି ପଦାର୍ଥକୁ ନେଇ ଏହା...

Advertisement
Archives

Model This Week