Posted inଜାତୀୟ

ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ନୂଆ ଦଳର ଏଣ୍ଟ୍ରି

କୋଲକାତା,୨୧।୧- ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନର ମାସେ ପୂର୍ବରୁ ରାଜ୍ୟରେ ଉଭା ହୋଇଛି ଏକ ନୂଆ ରାଜନୈତିକ ଦଳ। ଫୁରଫୁରା ଶରିଫ ଦରଘାର ଧର୍ମ ପ୍ରଚାରକ ଆବାସ ସିଦ୍ଦିକି ଇଣ୍ଡିଆନ ସେକୁଲାର ଫ୍ରଣ୍ଟ (ଆଇଏଫ୍‌ଏସ୍‌) ନାମକ ଦଳ ଗଠନ କରିଛନ୍ତି। ଧର୍ମ ପ୍ରଚାରକରୁ ରାଜନେତା ପାଲଟିଥିବା ଆବାସଙ୍କ ଦଳର ଅଧ୍ୟକ୍ଷ ହେଉଛନ୍ତି ତାଙ୍କ ଭାଇ ନାଉସାଦ ସିଦ୍ଦିକି।

ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓଓ୍ବାସିଙ୍କ ସହ ଆଲୋଚନା କରିବାର କିଛି ସପ୍ତାହ ପରେ ଆବାସ ଏହି ଘୋଷଣା କରିଛନ୍ତି। ଏହି ଅବସରରେ ଆବାସ କହିଛନ୍ତି, ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ରାଜ୍ୟରେ ମୁସଲମାନଙ୍କ ପାଇଁ କିଛି କରିନାହିଁ। ବର୍ତ୍ତମାନ ଆମେ ୨୯୪ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚିନ୍ତା କରୁଛୁ। କିନ୍ତୁ ଆମେ କିଙ୍ଗ୍‌ ମେକର ହେବାକୁ ଚାହୁଁ। ମୁସଲମାନ, ଦଳିତ ଓ ଗରିବ ଲୋକଙ୍କ ଉନ୍ନତି ପାଇଁ ଯଥାସମ୍ଭବ କାର୍ଯ୍ୟ କରିବୁ।

ଆବାସଙ୍କ ଘୋଷଣା ପରେ ମମତାଙ୍କ ଚିନ୍ତା ବଢ଼ିବା ସ୍ବାଭାବିକ। କାରଣ ଭାଜପା ସହ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଟିଏମ୍‌ସିକୁ ଭୋଟ ଦେଉଥିବା ମୁସଲମାନଙ୍କ ସଂଖ୍ୟା ରାଜ୍ୟରେ ଅଧିକା। କିନ୍ତୁ ଏଆଇଏମ୍‌ଆଇଏମ୍‌ ଓ ଆଇଏଫ୍‌ଏସ୍‌ର ଏଣ୍ଟ୍ରି ଯୋଗ ମୁସଲମାନ ଭୋଟରଙ୍କ ସଂଖ୍ୟା ହ୍ରାସ ନିଶ୍ଚିତ। ସେପେଟେ କଂଗ୍ରେସ ଓ ବାମ ଦଳ ଟିଏମ୍‌ସିର ହାତ ଧରିବାକୁ ମନା କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?