Posted inଜାତୀୟ

ରକ୍ତରେ ହୋଲି ଖେଳୁଛି ଟିଏମସି: ମୋଦି-ମମତା ମୁହାଁମୁହିଁ…

ନୂଆଦିଲ୍ଲୀ,୧୨।୮ : ନିକଟରେ ଅନୁଷ୍ଠିତ ପଞ୍ଚାୟତ ନିିର୍ବାଚନ ସମୟରେ ଟିଏମସି ରକ୍ତରେ ହୋଲି ଖେଳିଛି ବୋଲି ଅଭିଯୋଗ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପଶ୍ଚିମବଙ୍ଗରେ ଶାସକ ଟିଏମସିକୁ କଡ଼ା ସମାଲୋଚନା କରିଛନ୍ତି।

ଦେଶ ଏହାର ସାକ୍ଷୀ ହୋଇଛି ବୋଲି ପଶ୍ଚିମବଙ୍ଗର ଭାରତୀୟ ଜନତା ପାର୍ଟି ର କ୍ଷତ୍ରିୟ ପଞ୍ଚାୟତ ରାଜ ପରିଷଦକୁ ସମ୍ବୋଧିତ କରୁଥିବାବେଳେ ମୋଦି କହିଛନ୍ତି।

ଏନେଇ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ରାଜ୍ୟକୁ ଅପମାନିତ କରିଥିବା କହିଛନ୍ତି।

ପ୍ରଧାନମନ୍ତ୍ରୀ ଲୋକମାନଙ୍କୁ କିଛି ମାନବିକତା ବାର୍ତ୍ତା ଦେବା ପରିବର୍ତ୍ତେ ଏକ ଛୋଟ, ଧାର୍ମିକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ପଶ୍ଚିମବଙ୍ଗକୁ ଅପମାନିତ କରିଛନ୍ତି। ଯଦି ହିଂସା ହୋଇଥାନ୍ତା, ତେବେ ୨.୩୧ ଲକ୍ଷ ନାମାଙ୍କନପତ୍ର ଦାଖଲ ହୋଇନଥାନ୍ତା କିମ୍ବା ଭାଜପା, ସିପିଏମ ଏବଂ କଂଗ୍ରେସ ଏତେ ସଂଖ୍ୟକ ଆସନ ଜିତି ନ ଥାନ୍ତେ। ଭାଜପା ୨୦ ଟିଏମସି କର୍ମୀଙ୍କୁ ହତ୍ୟା କରିଛି ବୋଲି ବାନାର୍ଜୀ ଏକ ବିବୃତ୍ତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ।…

ସଂସଦରେ ହଟ୍ଟଗୋଳ; ପ୍ରଧାନମନ୍ତ୍ରୀଙ୍କ ଉପରକୁ ବିରୋଧୀ ଏମପିଙ୍କ ଅଣ୍ଡାମାଡ଼, ତାପରେ….

ପ୍ରିଷ୍ଟିନା,୯ା୮: କୋସୋଭୋର ସଂସଦରେ ଶନିବାର ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସଂସଦୀୟ କାର୍ଯ୍ୟବାହୀ ଚାଲିଥିବା ସମୟରେ ଜଣେ ବିରୋଧୀ ଏମପି କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ଆଲବିନ କୁର୍ତିଙ୍କ ଉପରକୁ…

ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…

ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri