Posted inଜାତୀୟ

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ ଦଳୀୟ ଜଣେ କର୍ମୀଙ୍କୁ ଭେଟିବା ପାଇଁ ଯାଉଥିବା ବେଳେ କିଛି ଲୋକ ତାଙ୍କୁ ଘେରିଯାଇ ଆକ୍ରମଣ କରିଛନ୍ତି।

ଏନେଇ ଘଟଣାସ୍ଥଳରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲା। ସୁରକ୍ଷାକର୍ମୀ ବହୁ କଷ୍ଟରେ ତାଙ୍କୁ ସେଠାରୁ ସୁରକ୍ଷିତ ଭାବେ ବାହାର କରିଥିଲେ। ପରେ ସୁରକ୍ଷା ପାଇଁ ତାଙ୍କୁ ହେଲମେଟ ପିନ୍ଧାଇ ନେଇଯାଇଥିଲା।

ଏପରି କି ତାଙ୍କ ଉପରେ ଅଣ୍ଡା ଫିଙ୍ଗାଯାଇଥିବା ବେଳେ ପଥର ମାଡ଼ ମଧ୍ୟ ହୋଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ଉପସ୍ଥିତ ଲୋକମାନେ ଅଭିଷେକ ବାନାର୍ଜୀଙ୍କୁ ଦେଖି ଚୋର-ଚୋର କହି ନାରାବାଜି କରିଥିଲେ। ଏପରିକି ଧସ୍ତାଧସ୍ତି ମଧ୍ୟରେ ତାଙ୍କ ସାର୍ଟ ଚିରି ଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

୧୮ ପ୍ରକାର ଯୁଦ୍ଧ ବିମାନ ଉଡ଼ାଇଥିବା ଏୟାର ମାର୍ଶଲଙ୍କ କାନ୍ଧରେ ଏବେ ରାମ ମନ୍ଦିର ପରିଚାଳନା ଭାର: ଜାଣନ୍ତୁ କିଏ ଏହି…

ଅଯୋଧ୍ୟା,୨।୯: ଶ୍ରୀରାମ ଜନ୍ମଭୂମି ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ କ୍ରମାଗତ ବୃଦ୍ଧି ପାଉଥିବା ଭିଡ଼ର ସୁପରିଚାଳନା ଏବଂ ଉଚ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥାକୁ ସୁଚାରୁରୂପେ ପରିଚାଳିତ କରିବା ପାଇଁ ଶ୍ରୀରାମ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri