Posted inଜାତୀୟ

ଟିଏମ୍‌ସି ନେତା ମୁକୁଲ ରୟ ନିଖୋଜ, ଅଭିଯୋଗ ଆଣିଲେ ପୁଅ

କୋଲକାତା,୧୮।୪: ପୂର୍ବତନ ରେଳମନ୍ତ୍ରୀ ତଥା ବରିଷ୍ଠ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ମୁକୁଲ ରୟ ନିଖୋଜ ହୋଇଯାଇଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ମୁକୁଲଙ୍କ ପୁଅ ଶୁଭ୍ରାଂଶୁ ରାୟ। ସେ କହିଛନ୍ତି, ସୋମବାର ସାରେ ଇଣ୍ଡିଗୋ ବିମାନ ଯୋଗେ ଦିଲ୍ଲୀ ଯାଇଥିଲେ। ରାତି ୯.୫୫ରେ ଦିଲ୍ଲୀରେ ଫ୍ଲାଇଟ ଲ୍ୟାଣ୍ଡ କରିବାର ଥିଲା, କିନ୍ତୁ ଏ ପର୍ଯ୍ୟନ୍ତ ତାଙ୍କ ବିଷୟରେ କିଛି ଜଣାପଡିନାହିଁ। ଫ୍ଲାଇଟ ଲ୍ୟାଣ୍ଡ କରିବା ପରେ ମୁକୁଲ ରୟ ସେଥିରୁ ଓହ୍ଲାଇ କେଉଁଆଡେ ଗଲେ ନା ତାଙ୍କ ସହ ଆଉ କିଛି ଅଘଟଣ ଘଟିଛି ସେ ନେଇ କିଛି ସୂଚନା ମିଳିପାରୁନି ।

ମିଳିଥିବା ସୂଚନାନୁଯାୟୀ, ମୁକୁଲ ରୟଙ୍କ ସହ ପୁଅ ଶୁଭ୍ରାଂଶୁଙ୍କର କିଛି ଯୁକ୍ତିତର୍କ ହୋଇଥିଲା। ଏହା ପରେ ମୁକୁଲ ରୟ ଚାଲ ଯାଇଥିଲେ ଏବଂ ତାଙ୍କ ବିଷୟରେ କିଛି ଖବର ମିଳିନାହିଁ। ନିଖୋଜ ହେବା ପରେ ପରିବାରଲୋକ ବିମାନବନ୍ଦର ପୋଲିସ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ତେବେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ଅଭିଯୋଗ ଆସିନାହିଁ ବୋଲି ପୋଲିସ ସୂତ୍ରରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri