Posted inଜାତୀୟ

ଶ୍ରୀଲଙ୍କା ଭଳି ପରିସ୍ଥିତିକୁ ସାମ୍ନା କରିବାକୁ ପଡିବ ମୋଦିଙ୍କୁ: ଟିଏମସି ବିଧାୟକ

କୋଲକାତା,୧୦ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ବେଳକୁ ବେଳ ଖରାପ ହେବାରେ ଲାଗିଛି । ଏବେ ପରିସ୍ଥିତି ଏପରି ହୋଇଛି ଯେ ଶେଷକୁ ରାଷ୍ଟ୍ରପତିଙ୍କୁ ଅଣ୍ଡରଗ୍ରାଉଣ୍ଡ ହେବାକୁ ପଡିଛି ଆଉ ପ୍ରଧାନମନ୍ତ୍ରୀ ତୁରନ୍ତ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଆସନ୍ତା ୧୩ ତାରିଖରେ ଇସ୍ତଫା ଦେବାକୁ ଘୋଷଣା କରି ସାରିଛନ୍ତି । ପ୍ରଦର୍ଶନକାରୀ ଏତେ ଉଗ୍ର ହୋଇଛନ୍ତି ଯେ ରାଷ୍ଟ୍ରପତି ଭବନ ଭିତରକୁ ଧଶେଇ ପଶି ଯାଇଛନ୍ତି । ଏହି ଭୟଙ୍କର ସଙ୍କଟ ମଧ୍ୟରେ ମମତା ବାନାର୍ଜୀଙ୍କ ଦଳ ତ୍ରୁଣ ମୂଳ କଂଗ୍ରେସ(ଟିଏମି) ପକ୍ଷରୁ ଏକ ବଡ ବୟାନ ସାମ୍ନାକୁ ଆସିଛି । ଟିଏମସି କହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେହିଭଳି ପରିସ୍ଥିତିର ସାମ୍ନା କରିବାକୁ ଯାଉଛନ୍ତି ଯେଉଁଭଳି ପରିସ୍ଥିତି ଶ୍ରୀଲଙ୍କାରେ ଉପୁଜିଛି ।
ଟିଏମସି ବିଧାୟକ ଇଦରିସ ଅଲି କହିଛନ୍ତି, ଏହା ଅନ୍ୟାୟ କାହିଁକିନା ମମତାଙ୍କ ଦ୍ୱାରା ପରିଯୋଜନାର ଆରମ୍ଭ କରାଗଲା ହେଲେ କେନ୍ଦ୍ର ସରକାର, ରେଳ ମନ୍ତ୍ରଣାଳୟ ଓ ମୋଦିଙ୍କ ଦ୍ୱାରା ତାଙ୍କୁ ନିମନ୍ତ୍ରଣ କରାଗଲା ନାହିଁ । ଶ୍ରୀଲଙ୍କାରେ ଯାହା ହୋଇଛି ସେଭଳି ପରିସ୍ଥିତିର ସାମ୍ନା ମୋଦିଙ୍କୁ କରିବାକୁ ପଡିବ । ସେ ସିୟାଳଦହ ମେଟ୍ରୋ ଷ୍ଟେଶନ ଉଦଘାଟନ ସମାରୋହକୁ ନେଇ କଥା ହେଉଥିଲେ ଯେଉଁଠିକି ରାଜ୍ୟ ସରକାରଙ୍କୁ ନିମନ୍ତ୍ରଣ କରାଯାଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri