କରୋନା ଆକ୍ରାନ୍ତ ଟିଏମ୍‌ସି ବିଧାୟକଙ୍କ ପରଲୋକ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଏଗ୍ରା ବିଧାୟକ ସମରେଶ ଦାସଙ୍କ ସୋମବାର ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ଏନେଇ ଟିଏମ୍‌ସି ସୂତ୍ରରୁ ସୂଚନା ମିଳିଛି। ଜୁଲାଇ ୧୮ରେ ତାଙ୍କର ସ୍ବାବ ନମୁନା ପରୀକ୍ଷା କରାଯାଇଥିଲା। ଆସିଥିବା ରିପୋର୍ଟରେ ତାଙ୍କର କରୋନା ପଜିଟିଭ ବାହାରିଥିଲା। ଏହାପରେ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପୂର୍ବରୁ ମଧ୍ୟ ସେ ଅନେକ ରୋଗରେ ପୀଡ଼ିତ ଥିଲେ। ତେବେ ସୋମବାର ସକାଳେ ଚିକିତ୍ସାଧିନ ଅବସ୍ଥାରେ ବିଧାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ସମରେଶଙ୍କ ମୃତ୍ୟୁ ରାଜନୈତିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି ବୋଲି ମମତା କହିଛନ୍ତି। ଏଥିସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ଭିଜି ଗଲା ବିବାହ ଟଙ୍କା: ରାସ୍ତାରେ ଶୁଖାଉଛନ୍ତି ପରିବାର ସଦସ୍ୟ

ମୁମ୍ବାଇ, ୨।୯: ବନ୍ୟା ଯୋଗୁ ଲୋକଙ୍କର ବହୁ କ୍ଷତି ହୋଇଛି। ମହାରାଷ୍ଟ୍ରରେ ଲଗାଣ ବର୍ଷା ଯୋଗୁ ଲୋକଙ୍କ ଆସବାବପତ୍ର ପାଣିରେ ନଷ୍ଟ ହୋଇଯାଇଛି। ସ୍ଥାନୀୟ ଭଣ୍ଡାରାରେ...

ସ୍ବୀଧାନତା ସଂଗ୍ରାମୀଙ୍କ ଝିଅଙ୍କ ପାଦ ଛୁଇଁଲେ ପ୍ରଧାନମନ୍ତ୍ରୀ ମୋଦି

ହାଇଦ୍ରାବାଦ୍‌,୪।୭: ସ୍ବାଧୀନତା ସଂଗ୍ରାମୀ ଆଲୁରି ସୀତାରାମ ରାଜୁଙ୍କ ୧୨୫ତମ ଜନ୍ମ ବାର୍ଷିକୀ ଉତ୍ସବରେ ଭାଗ ନେବାକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ରପ୍ରଦେଶର ଭୀମଭରାମରେ ପହଞ୍ଚିଥିଲେ।...

ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର, ଏମ୍ସ ଗଲେ ମୋହନ ଭାଗବତ

ନୂଆଦିଲ୍ଲୀ,୧୮।୮:ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ତାଙ୍କୁ ତାଙ୍କ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରଖାଯାଇଛି।...

ମୋଦିଙ୍କ ପରେ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ନଜର ଆସିବେ ସାଉଥ୍‌ ସୁପରଷ୍ଟାର

ବେଙ୍ଗାଲୁରୁ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ସାଉଥ ସୁପରଷ୍ଟାର ରଜନୀକାନ୍ତ ବିୟର ଗ୍ରୀଲ୍ସଙ୍କ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ନଜର ଆସିବେ। ମଙ୍ଗଳବାର କର୍ନାଟକ ବାନ୍ଦିପୁରର ଟାଇଗର...

ଅବଧ ଆସାମ ଏକ୍ସପ୍ରେସର ଏସି ବଗିରେ ଧୂଆଁ, ଡେଇଁପଡି ଜୀବନ ବଞ୍ଚାଇଲେ ଯାତ୍ରୀ

ମୁଜାଫରପୁର,୯ ।୨: ବୁଧବାର ସନ୍ଧ୍ୟାରେ ଅବଧ ଆସାମ ଏକପ୍ରେସ ଏକ ଦୁର୍ଘଟଣାର ଶିକାର ହେବାକୁ ଯାଉଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛି । ଏହାର ବି-୨...

ଭାଜପାର ନିର୍ବାଚନୀ ଥୋପ: ଚାଷୀଙ୍କ ଖାତାକୁ ୨୦୦୦

ନୂଆଦିଲ୍ଲୀ,୧।୪: ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଭୋଟରଙ୍କୁ ହାତେଇବା ଲାଗି...

ମହାରାଷ୍ଟ୍ର ସରକାରଙ୍କ କ୍ୟାବିନ ନମ୍ବର ୬୦୨ରେ ବସିବାକୁ ଡରୁଛନ୍ତି ମନ୍ତ୍ରୀ

ମୁମ୍ବାଇ,୩୧।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ମଧ୍ୟ ସରିଛି। ଏବେ ବିଭାଗ ବଣ୍ଟନ ସହ...

ଲୋକପାଳ ଓ୍ବେବ୍‌ସାଇଟ ଲଞ୍ଚ୍‌

ନୂଆଦିଲ୍ଲୀ,୧୭।୫: ଲୋକପାଳ ଓ୍ବେବ୍‌ସାଇଟ ଗୁରୁବାର ଲଞ୍ଚ୍‌ ହୋଇଛି। www.lokpal.gov.in ନାମରେ ଏହି ଓ୍ବେବ୍‌ସାଇଟକୁ ନୂଆଦିଲ୍ଲୀରେ ଲୋକପାଳ ଅଧ୍ୟକ୍ଷ ପିନାକୀ ଚନ୍ଦ୍ର ଘୋଷ ଅନ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ...

Advertisement
Archives

Model This Week