Posted inଜାତୀୟ

ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ମଧ୍ୟରେ ବିବାଦ, ୮ ବିଲ୍‌ ଖାରଜକୁ ନେଇ ସୁପ୍ରିମ୍‌କୋର୍ଟ ଗଲେ ସରକାର

ନୂଆଦିଲ୍ଲୀ, ୧୨।୦୭: ପଶ୍ଚିମବଙ୍ଗରେ ପୁଣିଥରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ରାଜ୍ୟପାଳ ସିବି ଆନନ୍ଦ ବୋଷଙ୍କ ମଧ୍ୟରେ ତିକ୍ତତା ଆରମ୍ଭ ହୋଇଛି । ମମତାଙ୍କ ସରକାର ଦେଇଥିବା ୮ ପ୍ରସ୍ତାବକୁ ଖାରଜ କରିବା ନେଇ ବିବାଦ ତେଜିଛି । ତୃଣମୂଳ କଂଗ୍ରେସ ସରକାର ଏନେଇ ରାଜ୍ୟପାଳଙ୍କ ବିରୋଧରେ ସୁପ୍ରିମ୍‌କୋର୍ଟର ଦ଼୍ବାରସ୍ଥ ହୋଇଛନ୍ତି ।

ପଶ୍ଚିମବଙ୍ଗ ସରକାରଙ୍କ ଓକିଲ ଆସ୍ଥା ଶର୍ମା କୋର୍ଟରେ ଦାଖଲ ହୋଇଥିବା ଯାଚିକାରେ ଦେଶର ମୁଖ୍ୟ ନ୍ୟାୟାଧିଶ ଜଷ୍ଟିସ୍‌ ଡି ୱାଇ ଚନ୍ଦ୍ରଚୂଡ଼ଙ୍କୁ ଏସଂକ୍ରାନ୍ତରେ ତତ୍କାଳ ଶୁଣାଣି କରିବାକୁ ଅନୁରୋଧ କରିଛନ୍ତି । ଯାଚିକାରେ କୁହାଯାଇଛି ଯେ ରାଜ୍ୟପାଳ ବିନା କୌଣସି କାରଣରେ ବିଲ୍‌ ଖାରଜ କରିଛନ୍ତି । ଏହା ଗଣତନ୍ତ୍ର ଶାସନ ପ୍ରାଣାଳୀକୁ ଦୁର୍ବଳ କରୁଛି । ରାଜ୍ୟପାଳଙ୍କ ଏହି କାର୍ଯ୍ୟାନୁଷ୍ଠାନ ସମ଼୍ବିଧାନର ଅନୁଚ୍ଛେଦ ୨୦୦ର ଉଲଂଘନ କରୁଛି ବୋଲି ରାଜ୍ୟ ସରକାର ଏହି ଯାଚିକାରେ ଦର୍ଶାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ଜାରି ହେଲା ICCର ନୂଆ ରାଙ୍କିଙ୍ଗ୍‌: ଉପରକୁ ଉଠିଲେ ଅଭିଷେକ, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୧୬।୯: ICC ପକ୍ଷରୁ ବୁଧବାର ନୂଆ T20 ରାଙ୍କିଂ ଜାରି କରାଯାଇଛି। ଏଥିରେ ଭାରତୀୟ ବ୍ୟାଟର୍‌ ଅଭିଷେକ ଶର୍ମାଙ୍କୁ ବଡ଼ ଫାଇଦା ମିଳିଛି। ସେ T20 ବ୍ୟାଟିଂ…

ଲକ୍ଷ ଲକ୍ଷ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: EPF ନିୟମରେ ବଡ଼ ପରିବର୍ତ୍ତନ! ୧୫ ହଜାରରୁ ବଢି ୨୫ ହଜାର ହେବ…

ନୂଆଦିଲ୍ଲୀ,୧୬।୯: ଦେଶର ଲକ୍ଷ ଲକ୍ଷ ବେତନଭୋଗୀ କର୍ମଚାରୀଙ୍କ ପାଇଁ EPF ଓ EPS ସମ୍ପର୍କିତ ବଡ଼ ଖବର ସାମ୍ନାକୁ ଆସିଛି। ବର୍ତ୍ତମାନ ମାସିକ ୧୫,୦୦୦ ଥିବା EPF/EPS…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଆସିଲା ବଡ଼ ଖବର: ପ୍ରଶଂସକ ଶୁଣିଲେ ହୋଇଯିବେ ଖୁସି!

ନୂଆଦିଲ୍ଲୀ,୧୬।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ T20 ସିରିଜ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଥମ ଦୁଇଟି ମ୍ୟାଚ ଜିତି ଟିମ…

୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?