ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କ ଘରକୁ ଡାକ୍ତରଙ୍କୁ ଡକାଯାଇଥିଲା। ୪ ଦିନ ତଳେ ସେ ଏକ ନକଲି ଟିକାକରଣ କେନ୍ଦ୍ରରେ ଭାକ୍ସିନ୍‌ର ଡୋଜ୍‌ ନେଇଥିଲେ। ମିମିଙ୍କ ପେଟରେ ଯନ୍ତ୍ରଣା ହେବା ସହିତ ତାଙ୍କ ଶରୀରରୁ ଅତ୍ୟଧିକ ଝାଳ ବୋହିବାରୁ ଡାକ୍ତରଙ୍କୁ ଖବର ଦିଆଯାଇଥିଲା। ଡାକ୍ତର ତାଙ୍କୁ ହସ୍ପିଟାଲରେ ଭର୍ତ୍ତିି କରିବକାୁ ପରାମର୍ଶ ଦେଇଥିଲେ। ତେବେ ଏହାକୁ ମିମି ମନା କରିଦେଇଥିଲେ। ସେ ଘରେ ରହି ଚିକିତ୍ସିତ ହେବାକୁ କହିଛନ୍ତି। ନକଲି ଭାକ୍ସିନ୍‌ ପ୍ରଦାନ କରାଯାଇଥିବା ଘଟଣାର ଯାଞ୍ଚ୍‌ ପାଇଁ ଏସ୍‌ଆଇଟି ଗଠନ କରାଯାଇଛି। ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ମିମି ଯାଦବପୁର ଲୋକସଭା ଆସନରୁ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri