Posted inଜାତୀୟ

ପଶ୍ଚିମବଙ୍ଗ ରାଜନୀତି ସରଗରମ: ମୋଦିଙ୍କୁ ଚିଠି ଲେଖିଲେ ଟିଏମ୍‌ସି ଏମ୍‌ପି

କୋଲକାତା,୨ ।୭: ପଶ୍ଚିମବଙ୍ଗ ବିଧାନସଭାର ବିରୋଧିଦଳ ନେତା ଶୁଭେନ୍ଦୁ ଅଧିକାରୀ ସଲିସିଟର ଜେନରାଲ ତୁଷାର ମେହେଟ୍ଟାଙ୍କୁ ସାକ୍ଷାତ୍ କରିବା ପରେ ଏବେ ସେଠାରେ ରାଜନୀତି ହୋଇଛି ସରଗରମ । ଏହାକୁ ନେଇ ତ୍ରୁଣମୂଳ କଂଗ୍ରେସ (ଟିଏମ୍‌ସି)ଏମ୍‌ପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ଚିଠିରେ ସଲିସିଟର ଜେନରାଲଙ୍କୁ ପଦରୁ ହଟାଇବାକୁ ଉଲ୍ଲେଖ କରାଯାଇଛି । ନାରଦା ଘୋଟାଲାରେ ସମ୍ପୃକ୍ତ ଥିବା ଶୁଭେନ୍ଦୁ ଅଧିକାରୀ ତୁଷାର ମେହେଟ୍ଟାଙ୍କୁ ସାକ୍ଷାତ୍ କରି ଥିବାରୁ ଟିଏମ୍‌ସି ପକ୍ଷରୁ ଏହି ଦାବି କରାଯାଇଛି । ଲିଖିତ ଚିଠିରେ ଦର୍ଶାଯାଇଛି ଯେ ଅଧିକାରୀ ସଲିସିଟର ଜେନରାଲ ମେହେଟ୍ଟାକୁ ତାଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଥିବାର ଭିଡିଓ ଓ ମିଡିଆ ରିପୋର୍ଟ ରହିଛି । କାରଣ ଗୁରୁବାର ଶୁଭେନ୍ଦୁ ଅଧିକାରୀ ଦିଲ୍ଲୀରେ ଥିଲେ ଓ ସେ କେନ୍ଦ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ୍ କରିଥିଲେ । ଉକ୍ତ ଚିଠିରେ ଦର୍ଶାଯାଇଛି କି ଅଧିକାରୀ ଠକେଇ, ବେଆଇନ ଲାଞ୍ଚ ଆଦି ବିଭିନ୍ନ ଆପରାଧିକ ମାମଲାରେ ଜଡିତ । ଏହାସହ ନାରଦା ଷ୍ଟିଙ୍ଗ ଅପରେଶନରେ ଲାଞ୍ଚ ନେଇଥିବା କ୍ୟାମେରାରେ ଧରା ପଡିଥିଲା । ସଲିସିଟର ଜେନରାଲ ହେଉଛନ୍ତି ଦ୍ୱିତୀୟ ବରିଷ୍ଠ ଆଇନ ଅଧିକାରୀ । ତେଣୁ ଶୁଭେନ୍ଦୁ ତାଙ୍କୁ କିଭଳି ସାକ୍ଷାତ୍ କଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri