Posted inଜାତୀୟ

କଂଗ୍ରେସ ଛାଡି ଟିଏମ୍‌ସିରେ ଯୋଗ ଦେଇଥିବା ସୁସ୍ମିତା ଦେବଙ୍କୁ ରାଜ୍ୟ ସଭା ପଠାଇବେ ମମତା

କୋଲକାତା,୧୪ ।୯: ଗତ ମାସରେ କଂଗ୍ରେସ ଛାଡି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଥିବା ସୁସ୍ମିତା ଦେବଙ୍କୁ ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟ ସଭା ପ୍ରାର୍ଥୀ କରିଛନ୍ତି । ତୃଣମୂଳ କଂଗ୍ରେସର ଟୁଇଟରରେ ଉଲ୍ଲେଖ କରାଯାଇଛି କି ମହିଳାଙ୍କୁ ସଶକ୍ତ କରିବା ପାଇଁ ଓ ରାଜନୀତିରେ ସେମାନଙ୍କ ରଅଧିକରୁ ଅଧିକ ଭାଗିଦାରି ସୁନିଶ୍ଚିତ କରିବା ମମତା ବାନାର୍ଜୀଙ୍କ ଭିଜନ । ଏହାଦ୍ୱାରା ଆମ ସମାଜକୁ ଅଧିକ ସାହାଯ୍ୟ ମିଳିପାରିବ । ସୂଚନାଯୋଗ୍ୟ, ସୁସ୍ମିତା ଦେବ ୧୬ ଅଗଷ୍ଟରେ କଂଗ୍ରେସ ଛାଡି ଟିଏମ୍‌ସିରେ ଯୋଗ ଦେଇଥିଲେ । ଏବେ ସେ ଦଳର ଜନାଧାରକୁ ମଜଭୁତ କରିବାକୁ ଲାଗିପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩୫ ବର୍ଷରେ ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ଏବେ ବି ମିଳିନି ମୃତକଙ୍କୁ ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୫ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି...

ବଢୁଛି ଜିକା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା

କାନପୁର,୭।୧୧: ଉତ୍ତରପ୍ରଦେଶର କାନପୁରରେ ଜିକା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଏଠାରେ ଆଉ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ...

ତଲାକ୍‌ ରୋକିବାରେ ବିଫଳ ହୋଇଛି ନିଷେଧାଦେଶ

ନୂଆଦିଲ୍ଲୀ,୨୭ା୪: ୨୦୧୭ର ଶାୟରା ବାନୋ ମାମଲାରେ ସୁପ୍ରିମକୋର୍ଟ ତିନି ତଲାକ୍‌ ପ୍ରଥା ଅବୈଧ ବୋଲି ରୁଲିଂ ଦେବା ଏବଂ ସର୍ବଭାରତୀୟ ମୁସ୍‌ଲିମ୍‌ ପର୍ସନାଲ ଲ’ ବୋର୍ଡର...

ବର୍ଡର ସିଲ୍‌ ହେବା ପରେ ଦିଲ୍ଲୀ-ଗୁରୁଗ୍ରାମରେ ରାସ୍ତା ଜାମ୍‌: ପାସ୍‌ଧାରୀଙ୍କୁ ବି ମିଳିଲାନି ଅନୁମତି

ନୂଆଦିଲ୍ଲୀ,୨୯।୫: କରୋନା ଭାଇରସ୍‌ ବଢ଼ୁଥିବା ମାମଲାକୁ ଦେଖି ହରିୟାଣା ସରକାର ଦିଲ୍ଲୀ ନିକଟସ୍ଥ ସୀମାକୁ ପୁଣି ଥରେ ସିଲ୍‌ କରିଦେଇଛନ୍ତି। ଗୁରୁବାର ରାତିରେ ଏନେଇ ନିଷ୍ପତ୍ତି...

ଲକ୍‌ଡାଉନ୍‌ ମୁହାଁ ଭାରତ: ପୁଣି ଫେରିଲା କରୋନା

ନୂଆଦିଲ୍ଲୀ,୨୨।୧୧: ଭାରତରେ କରୋନା ମହମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ ପୁଣି ଥରେ କରୋନା ଆତଙ୍କ ଫେରିଛି। ସୁରକ୍ଷା ଦୃଷ୍ଟିରୁ କେତେକ ରାଜ୍ୟର ବଡ଼...

ଟଙ୍କାଏରେ ମିଳୁଛି ପେଟପୁରା ଭୋଜନ: ଆଗକୁ ମିଳିବ ମଧ୍ୟାହ୍ନ ଭୋଜନରେ ମିଠା ଓ ସକାଳ ଜଳଖିଆ

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀର ନୋଏଡାସ୍ଥିତ ସେକ୍ଟର-୫୫ରେ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଟଙ୍କାଏରେ ଲୋକଙ୍କୁ ପେଟପୁରା ଭୋଜନ ମିଳୁଛି। ଅଗଷ୍ଟ ୨୩ରୁ ଏହି ଯୋଜନା ଆରମ୍ଭ ହୋଇଛି।...

ପାନୀୟ ଜଳ ନଷ୍ଟ କଲେ ଦେବାକୁ ପଡିବ ୨ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୯।୭: ବିଶ୍ୱର ଅଧିକାଂଶ ସ୍ଥାନରେ ଏବେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଅନୁରୂପ ଅବସ୍ଥା। ତେଣୁ ଏଠାରେ ଲୋକମାନଙ୍କୁ ବାରମ୍ବାର ପାନୀୟ...

ଲଖିମପୁରରେ ୨ ଡଙ୍ଗାବୁଡ଼ିି, ୨୫ ନିଖୋଜ…

ଚେନ୍ନାଇ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ଜିଲାରେ ବୁଧବାର ୨ଟି ଡଙ୍ଗାବୁଡ଼ି ଘଟଣାରେ ୨୫ ଜଣ ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି। ସକାଳେ...

Advertisement
Archives

Model This Week