Posted inଜାତୀୟ

ମମତାଙ୍କୁ ଆଉ ଏକ ବଡ଼ ଝଟ୍‌କା: TMCରୁ ଆଉ ଜଣେ ଏମ୍‌ପିଙ୍କ ଇସ୍ତଫା; ଜାଣନ୍ତୁ ଏବେ ଦିଦିଙ୍କ ସହ କେତେ ରହିଲେ ଏମ୍‌ପି-ବିଧାୟକ

କୋଲକାତା,୧୧।୫: ପଶ୍ଚିମବଙ୍ଗର ଶାସକ ଦଳ ତୃଣମୂଳ କଂଗ୍ରେସ (TMC) ମଧ୍ୟରେ ସବୁ କିଛି ଠିକ୍‌ ଚାଲିନାହିଁ ଏବଂ ଦଳରେ ଦଳବଦଳର ସ୍ଥିତି ସୃଷ୍ଟି ହୋଇଛି। ଦଳର ରାଜ୍ୟ ସଭା ଏମ୍‌ପି ପ୍ରକାଶ ଚିକ ବାରାଇକ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରକାଶ ଚିକ ପୂର୍ବରୁ ଟିଏମସିର ଅନ୍ୟ ଦୁଇଜଣ ପ୍ରଭାବଶାଳୀ ରାଜ୍ୟ ସଭା ଏମ୍‌ପି- ସୁଖେନ୍ଦୁ ଶେଖର ରୟ ଏବଂ ସୁସ୍ମିତା ଦେବ ମଧ୍ୟ ସଂସଦର ଉଚ୍ଚ ସଦନରୁ ଇସ୍ତଫା ଦେଇସାରିଛନ୍ତି। ଗୋଟିଏ ପରେ ଗୋଟିଏ ଏହି ତିନୋଟି ବଡ଼ ଇସ୍ତଫା ପରେ ରାଜ୍ୟ ସଭାରେ ତୃଣମୂଳ କଂଗ୍ରେସର ଶକ୍ତି ବେଶ ହ୍ରାସ ପାଇଛି। ଆଜି ବାରାଇକଙ୍କ ଇସ୍ତଫା ପରେ ଏବେ ଉଚ୍ଚ ସଦନରେ ଟିଏମସି ଏମ୍‌ପିଙ୍କ ସଂଖ୍ୟା କମି ମାତ୍ର ୧୦ରେ ପହଞ୍ଚିଛି।

ବଙ୍ଗଳାରେ ସତ୍ତା ପରିବର୍ତ୍ତନ ପରେ ମମତା ବାନାର୍ଜୀଙ୍କ ରାଜନୈତିକ ସଙ୍କଟ ଶେଷ ହେବାର ନାଁ ହିଁ ନେଉନାହିଁ। ଟିଏମସି ବିଧାୟକଙ୍କ ଠାରୁ ଆରମ୍ଭ କରି ସାଂସଦଙ୍କ ପର୍ଯ୍ୟନ୍ତ ଜଣ ଜଣ କରି ସମସ୍ତେ ମମତା ବାନାର୍ଜୀଙ୍କ ସାଥ ଛାଡ଼ି ଚାଲିଯାଉଛନ୍ତି। ଏବେ ପରିସ୍ଥିତି ଏପରି ହୋଇଛି ଯେ ସୟାନୀ ଘୋଷଙ୍କ ଠାରୁ ଆରମ୍ଭ କରି ୟୁସୁଫ ପଠାନ ଏବଂ ଶତ୍ରୁଘ୍ନ ସିହ୍ନାଙ୍କ ଭଳି ବଡ଼ ବଡ଼ ସେଲିବ୍ରିଟି/ତାରକା ମଧ୍ୟ ବିଦ୍ରୋହୀଙ୍କ ତାଲିକାରେ ସାମିଲ ହୋଇଯାଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?