Posted inଜାତୀୟ

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ କରିଛନ୍ତି। ସେ ଏଭଳି ପୂର୍ବାନୁମାନର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଛନ୍ତି। ଗତ ବିଧାନସଭା ନିର୍ବାଚନ ବେଳେ ୩ଟି ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଭୁଲ୍‌ ପ୍ରମାଣିତ ହୋଇଥିଲା ବୋଲି ଟିଏମ୍‌ସି ନେତା xରେ ଲେଖିଛନ୍ତି। ଦଳର ପୂର୍ବତନ ରାଜ୍ୟ ସଭା ସଦସ୍ୟ ସାକେତ ଗୋଖଲେ ମଧ୍ୟ ଅନୁରୂପ ମତ ଦେଇଛନ୍ତି। ଏକ୍‌ଜିଟ୍‌ ପୋଲ୍‌ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେବା କଥା କହିଥିଲେ ମଧ୍ୟ ରାଜ୍ୟରେ ଜନାଦେଶ ନିର୍ଣ୍ଣାୟକ ରହିଆସିଛି ବୋଲି ସେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

କାଳସାଜିଲା କାଳବୈଶାଖୀ: ରାତିସାରା ତାଣ୍ଡବ ରଚିଲା, ଭାଙ୍ଗିଲା ବଡ଼ ବଡ଼ ଗଛ, ଯାତାୟାତ ଠପ୍‌

କୃଷ୍ଣପ୍ରସାଦ,୧।୫ (କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ। ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ…

ଅଧରାତିରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଭିତରେ ପଶିଲେ ମମତା: ୩ ଘଣ୍ଟା ପରେ ସେଠାରୁ ବାହାରି କହିଲେ, ଜୀବନ-ମୃତ୍ୟୁ…

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି 

ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ…

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ…

ବାଥ୍‌ରୁମ୍‌ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍‌: ବାନ୍ଧିଲା ପୋଲିସ

କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ…

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri