ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ପରେ ଭାରତର ପୂର୍ବତନ କ୍ରିକେଟର ତଥା ବିଦାୟୀ ବିଧାୟକ ମନୋଜ ତିଓ୍ବାରୀ ମଙ୍ଗଳବାର ଦଳ ବିରୋଧରେ ଏଭଳି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ୪୦ ବର୍ଷୀୟ ପୂର୍ବତନ କ୍ରିକେଟର ବେଙ୍ଗଲ କ୍ରିକେଟ ଇତିହାସରେ ସର୍ବାଧିକ ୧୦,୧୯୫ ଫାଷ୍ଟ-କ୍ଲାସ ରନ କରିବା ସହ ମମତା ବାନାର୍ଜିଙ୍କ ନେତୃତ୍ୱାଧୀନ ସରକାରରେ କ୍ରୀଡ଼ା ମନ୍ତ୍ରୀ ଥିଲେ।

ପରାଜୟକୁ ନେଇ ମୁଁ ଚକିତ ନୁହେଁ। ପୂରା ଦଳ ଦୁର୍ନୀତି ଗ୍ରସ୍ତ ରହିବା ସହ କୌଣସି କ୍ଷେତ୍ରରେ ଉନ୍ନତି ହେଉ ନ ଥିବାରୁ ଏଭଳି ପରାଜୟ ନିଶ୍ଚିତ ଥିଲା। ମୋଟା ଟଙ୍କା ଦେଇପାରୁଥିବା ଲୋକଙ୍କୁ ହିଁ ଟିକେଟ ଦିଆଯାଉଥିଲା। ଅତିକମ୍‌ରେ ଚଳିତ ୭୦ରୁ ୭୨ ପାର୍ଥତ୍ ଟିକେଟ ପାଇଁ ୫ କୋଟି ଟଙ୍କା ଦେଇଛନ୍ତି। ମୋତେ ବି ମଗାଯାଇଥିଲା। କିନ୍ତୁ ମୁଁ ମନା କରିଥିଲି। ଯେଉଁମାନେ ଟଙ୍କା ଦେଇ ଟିକେଟ ନେଇଥିଲେ, ସେମାନଙ୍କ ମଧ୍ୟରୁ କେତେ ଜଣ ଜିତିଲେ, ତାହା ଦେଖୁଛି। ମୋ ପାଇଁ ଟିଏମ୍‌ସି ଅଧ୍ୟାୟ ଶେଷ ହୋଇଯାଇଛି ବୋଲି ତିଓ୍ବାରୀ ଏକ ସାକ୍ଷାତକାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri