Posted inଜାତୀୟ

ମଣିପୁର ହିଂସାକୁ ନେଇ ବିଧାନସଭାରେ ନିନ୍ଦା ପ୍ରସ୍ତାବ ଆଣିବ ଟିଏମସି

କୋଲକାତା,୨୪।୭: ମଣିପୁର ପ୍ରସଙ୍ଗକୁ ନେଇ ସଡ଼କରୁ ସଂସଦ ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିଛି। ଏବେ ପଶ୍ଚିମବଙ୍ଗରେ ଟିଏମସି ମଧ୍ୟ ମଣିପୁର ଉପରେ ଏକ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି ଚଳାଇଛି।

ଟିଏମସି ବିଧାନସଭା ଅଧିବେଶନରେ ମଣିପୁର ଉପରେ ଏକ ପ୍ରସ୍ତାବଆଣିବ। ଯାହାର ତାରିଖ ବୁଧବାର ସ୍ଥିର ହେବାର ସମ୍ଭାବନା ରହିଛି। ନିୟମ ୧୮୫ ଅନୁଯାୟୀ ଆଲୋଚନା ପାଇଁ ଏହି ପ୍ରସ୍ତାବ ଅଣାଯିବ।

ଏହାପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶୋଭନଦେବ ଚଟୋପାଧ୍ୟାୟ କହିଥିଲେ ଯେ, ବିଧାନସଭା ଅଧିବେଶନ ସମ୍ପର୍କରେ ମଙ୍ଗଳବାର ବ୍ୟବସାୟ ପରାମର୍ଶଦାତା କମିଟିର ବୈଠକ େoହବ। ଏହି ବୈଠକରେ ମଣିପୁର ଉପରେ ନିନ୍ଦା ପ୍ରସ୍ତାବ ଆଣିବା ଉପରେ ଆଲୋଚନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri