Posted inଜାତୀୟ

ଟିଏମ୍‌ସି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୧୫।୯: ପଶ୍ଚିମବଙ୍ଗର ମାଲଦା ଜିଲାରେ ତୃଣମୂଳ କଂଗ୍ରେସ (ଟିଏମସି) କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣକ ସୁବୋଧ ପରମାଣିକ। ସେ କାଠ ବ୍ୟବସାୟ କରୁଥିଲେ ଏବଂ ହବିପୁର ଗାଁର ବାସିନ୍ଦା ଥିଲେ। ସୁବୋଧଙ୍କ ମୃତଦେହ ଫାର୍ମ ନିକଟରୁ ମିଳିଥିଲା। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ହତ୍ୟାକାଣ୍ଡରେ ଟିଏମ୍‌ସି ସ୍ଥାନୀୟ ଭାଜପାକୁ ଦାୟୀ କରିଛି। ଏହି ଅଭିଯୋଗକୁ ଖଣ୍ଡନ କରି ଟିଏମ୍‌ସିର ଆଭ୍ୟନ୍ତରୀଣ କଳହ ହିଁ ସୁବୋଧଙ୍କ ମୃତର କାରଣ ବୋଲି ଭାଜପା କହିଛି। ସୂଚନାଯୋଗ୍ୟ, ନିକଟରେ ଜଣେ ଭାଜପା କର୍ମୀଙ୍କ ମୃତଦେହ ଗଛରେ ଝୁଲୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri