ଥାଇରଏଡ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ନିତି ଏଥିରୁ ଫାଳେ…

ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍‌ ଗ୍ଲାଣ୍ଡରୁ ଥାଇରଏଡ୍‌ ହରମୋନ୍‌ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍‌ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ। ସେହିପରି ହାଇପର୍‌ଥାଇରଏଡ୍‌ରେ ଶରୀର ଓଜନ କମି ଯାଇଥାଏ । ଏହାସହିତ କେଶ ମଧ୍ୟ ଝଡିବାରେ ଲାଗିଥାଏ । ଏହା ଯୋଗୁ ପରବର୍ତ୍ତୀ ସମୟରେ ଡାଇବେଟିସ୍‌, ହାର୍ଟଆଟାକ୍‌, କିଡ୍‌ନୀ ସମସ୍ୟା ଆଦି ସୃଷ୍ଟି ହେବାର ଆଶଙ୍କା ରହିଥାଏ। ତେବେ ଏହାର ସମାଧାନ ସହଜ ଘରୋଇ ଚିକିତ୍ସା ଦ୍ୱାରା ହୋଇପାରିଥାଏ। ପ୍ରତିଦିନ ଫାଳେ ଲାଲ୍‌ ପିଆଜ ଖାଇଲେ ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ ଥାଇରଏଡ୍‌ ସମସ୍ୟା ଦୂର କରେ। ପିଆଜକୁ ପାଦରେ ମୋଜା ତଳେ ରଖିବା ଦ୍ୱାରା ମଧ୍ୟ ସୁଫଳ ମିଳିଥାଏ। ଏହାଦ୍ୱାରା ଶରୀରରୁ ବିଷାକ୍ତ ପଦାର୍ଥ ବାହାରି ଯାଏ। ପ୍ରତିଦିନ ସକାଳେ ଚାମୁଚେ ପିଆଜ ରସ ମହୁ ସହିତ ଖାଇଲେ ଥାଇରଏଡ୍‌ ହରମୋନ୍‌ କ୍ଷରଣ ସ୍ବାଭାବିକ ହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri