Posted inଜାତୀୟ

‘କଂଗ୍ରେସରୁ ମୁଖ୍ୟମନ୍ତ୍ରୀ ହୋଇପାରିଥାନ୍ତେ ସିନ୍ଧିଆ’

ନୂଆଦିଲ୍ଲୀ, ୮।୩ : ଭାଜପା ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ମୁଖ୍ୟମନ୍ତ୍ରୀ ହୋଇପାରିଥାନ୍ତେ। କିନ୍ତୁ ଏବେ ସେ ଭାଜପାର ଜଣେ ପଛରେ ବସୁଥିବା (ବ୍ୟାକବେଞ୍ଚର) ନେତା। ଏଭଳି କହିଛନ୍ତି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ।

ଦଳର ଯୁବ ଶାଖା ସହ କଂଗ୍ରେସ ସଂଗଠନର ଗୁରୁତ୍ୱ ସମ୍ପର୍କରେ ସୋମବାର ଆଲୋଚନାବେଳେ ରାହୁଲ କହିଛନ୍ତି, କଂଗ୍ରେସ ସହ ଯୋଡ଼ି ହୋଇ ରହିଥିଲେ ସିନ୍ଧିଆ ମୁଖ୍ୟମନ୍ତ୍ରୀ ହୋଇପାରିଥାନ୍ତେ। ଭାଜପାରେ ତାଙ୍କୁ ଏବେ କେହି ପଚାରୁ ନାହାନ୍ତି। କଂଗ୍ରେସ କର୍ମୀଙ୍କ ସହ କାମ କରି ସଂଗଠନକୁ ଶକ୍ତିଶାଳୀ କରିବା ପାଇଁ ତାଙ୍କ ପାଖରେ ବିକଳ୍ପ ଥିଲା। ମୁଁ ତାଙ୍କୁ କହିଥିଲି, ଦିନେ ତୁମେ ମୁଖ୍ୟମନ୍ତ୍ରୀ ହେବ। ମାତ୍ର ସେ ବାଛି ନେଲେ ଅଲଗା ବାଟ। ଓଏନାଡ ଏମ୍‌ପି ଆହୁରି କହିଛନ୍ତି, ଲେଖି ରଖ ସେ କଦାପି ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ। ତାଙ୍କୁ ଫେରିବାକୁ ପଡ଼ିବ। ଉଲ୍ଲେଖଥାଉ କି, ସିନ୍ଧିଆ ଗତବର୍ଷ ମାର୍ଚ୍ଚରେ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri