Posted inଜାତୀୟ

ବିକଶିତ ରାଷ୍ଟ୍ର ହେବା ପାଇଁ ବର୍ଷକୁ ୮ ନିୟୁତ ନିଯୁକ୍ତି ସୃଷ୍ଟି ଆବଶ୍ୟକ: ସିଇଏ

ନୂଆଦିଲ୍ଲୀ,୨୨।୪: ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ କରିବାକୁ ହେଲେ ବର୍ଷକୁ ୮ ନିୟୁତ ହିସାବରେ ଅନୂ୍ୟନ ପରବର୍ତ୍ତୀ ୧୦ରୁ ୧୨ ବର୍ଷ ପର୍ଯ୍ୟନ୍ତ ନିଯୁକ୍ତି ସୃଷ୍ଟି କରିବାକୁ ହେବ। ଏଥିସହିତ ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ଉତ୍ପାଦନ କ୍ଷେତ୍ରର ଶେୟାର ବଢ଼ାଇବାକୁ ପଡ଼ିବ ବୋଲି କେନ୍ଦ୍ର ସରକାରଙ୍କ ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା (ସିଇଏ) ଭି. ଅନନ୍ଥ ନାଗେଶ୍ୱରନ୍‌ ପ୍ରସ୍ତାବ ଦେଇଛନ୍ତି। ଆଗାମୀ ୧୦ରୁ ୨୦ ବର୍ଷ ପାଇଁ ବାହ୍ୟ ପରିବେଶ ଏତେଟା ଉଦାର ହେବ ନାହିଁ ବୋଲି ସେ ସତର୍କ କରାଇ ଦେଇଛନ୍ତି। ଅନୂ୍ୟନ ୩୦ ବର୍ଷ ପୂର୍ବରୁ ଅର୍ଥାତ୍‌ ୧୯୯୦ରୁ ଉଦ୍ୟମ ଆରମ୍ଭ ହେବା ଆବଶ୍ୟକ ଥିଲା। ବିକଶିତ ରାଷ୍ଟ୍ର ନିଜର ବିକାଶ ଯାତ୍ରାରେ ବିକାଶଶୀଳ ରାଷ୍ଟ୍ରଗୁଡ଼ିକ ଭଳି କୃତ୍ରିମ ବୁଦ୍ଧିମତ୍ତା (ଏଆଇ), ପ୍ରଯୁକ୍ତି ଓ ରୋବୋଟିକ୍‌ ଚ୍ୟାଲେଞ୍ଜଗୁଡ଼ିକର ସମ୍ମୁଖୀନ ହେବା ଉଚିତ ନୁହେଁ। ପ୍ରାରମ୍ଭିକ ସ୍ତରର ନିଯୁକ୍ତି କିମ୍ବା ନିମ୍ନ ସ୍ତରର ଆଇଟିଯୋଗ୍ୟ ସେବା ନିଯୁକ୍ତି ଛଡ଼ାଇ ନେବାରେ ଏଆଇର ବଡ଼ ଭୂମିକା ରହିପାରେ। ତେଣୁ ଶ୍ରମକୈନ୍ଦ୍ରିକ ନୀତି ଏବଂ ପ୍ରଯୁକ୍ତି ମଧ୍ୟରେ ଉପଯୁକ୍ତ ସନ୍ତୁଳନ ବାହାର କରିବା ଗୁରୁତ୍ୱପୂର୍ଣ୍ଣ ବୋଲି ସିଇଏ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri