ଫେମଶ ହେବାକୁ ସର୍ଜରୀ କରିଥିଲେ ଏହି ନାୟିକା

ମୁ୍‌ମ୍ବାଇ: ଟେଲିଭିଜନ ପରଦାଠାରୁ ଆରମ୍ଭ କରି ବଲିଉଡ୍ ପର୍ଯ୍ୟନ୍ତ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି ଅଭନେତ୍ରୀ ପୁନମ ପାଣ୍ଡେ । ଅନେକ ସମୟରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହୁଥିବା ଏହି ନାୟିକା ଖୁବ୍ ବୋଲ୍ଡ । ୧୧ ମାର୍ଚ୍ଚ ୧୯୯୧ରେ କାନପୁରରେ ଜନ୍ମ ନେଇଥିବା ପୁନମ ଆଜି ତାଙ୍କ ୩୦ ତମ ଜନ୍ମଦିନ ପାଳନ କରୁଛନ୍ତି । କିଛି ଲଭ ଆଫେୟାର୍ସକୁ ନେଇ ଚର୍ଚ୍ଚାରେ ଥିବା ପୁନମ ଶେଷରେ ବିବାହ କରିଛନ୍ତି ବୋଲି ଚର୍ଚ୍ଚା ହୋଇଥିଲା । ଅବଶ୍ୟ ୨୦୨୦ରେ ସେ ତାଙ୍କ ବୟଫ୍ରେଣ୍ଡ ସୌମଙ୍କୁ ବିବାହ କରିଥିବା ଏକ ସାକ୍ଷାତ୍‌କାରରେ କହିଥିଲେ । ପୁନମ ସେତେବେଳେ କହିଥିଲେ ସୌମଙ୍କ ସହ ୩ ବର୍ଷ ହେବ ରିଲେସନଶିପରେ ଥିଲେ । ଆଉ ତାଙ୍କ ସହ ସୌମଙ୍କ ଚରିତ୍ରର ଅନେକ ସମାଞ୍ଜସ୍ୟ ରହିଛି । ତେଣୁ ସେ ତାଙ୍କୁ ବିବାହ କରିଛନ୍ତି । ଆଉ ଏହାର କିଛିଦିନ ପରେ ଉଭୟଙ୍କ ଭିତରେ କିଛି ଭୁଲ ବୁଝାମଣାକୁ ନେଇ ପୁଣି ଚର୍ଚ୍ଚାକୁ ଆସିଥିଲେ ପୁନମ । ଏମିତିକି ସେତେବେଳେ ସେ ସୌମଙ୍କ ନାଁରେ ଅଭିଯୋଗ କରିବାରୁ ସେ ଗିରଫ ହୋଇଥିଲେ । ହେଲେ ଏସବୁ ମିଥ୍ୟା ଥିଲା ବୋଲି ପରେ ଶୁଣିବାକୁ ମିଳିଲା । ଏବେ ପୁନମ ତାଙ୍କ ପତିଙ୍କଠାରୁ ଅଲଗା ହୋଇ ଯାଇଥିବା କୁହାଯାଏ । ତେବେ ବୋଲ୍ଡନେସର ସବୁ ସୀମା ଅତିକ୍ରମ କରିଥିବା ପୁନମ ଫେମଶ ହେବା ପାଇଁ ବ୍ରେଷ୍ଟ ସର୍ଜରୀ କରିଥିବା ଅନେକେ ଜାଣିଥିବେ ।
ଏବେ ପୁନମ କଙ୍ଗନା ରାନାୱତଙ୍କ ଶୋ’ ଲକ୍‌ଅପ୍‌ରେ ଜଣେ କଏଦୀ ଭାବେ ନଜର ଆସିଛନ୍ତି । ଏଠି ସେ ତାଙ୍କ ପତିଙ୍କ ନିର୍ଯ୍ୟାତନା ବିଷୟରେ ବି ଖୋଲାଖୋଲି ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri