ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ …

ଆଜିକାଲିର ବ୍ୟସ୍ତମୟ ଜୀବନରେ ନିଜକୁ କିପରି ସୁସ୍ଥ ରଖିବା ସେଥିପ୍ରତି ଆମେ ସଚେତନ ରହିବା ନିହାତି ଜରୁରୀ। ଅସନ୍ତୁଳିତ ଜୀବନଶୈଳୀ ପରୋକ୍ଷରେ କେତେକ ରୋଗକୁ ଡାକି ଆଣିଥାଏ। ଆମକୁ ରୋଗରୁ ପ୍ରତିରୋଧ କରିବା ପାଇଁ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ରହିଛି। ଏହା ମଧ୍ୟ ସକ୍ରିୟ ରହିବା ନିହାତି ଜରୁରୀ। ତେଣୁ ଆମକୁ ଖାଦ୍ୟପେୟ ପ୍ରତି ନଜର ଦେବାକୁ ପଡିଥାଏ। ସୁଷମ ଖାଦ୍ୟ, ନିୟମିତ ବ୍ୟାୟାମ, ସକାରାତ୍ମକ ମନୋଭାବ ତଥା ଅନ୍ୟାନ୍ୟ ଅନୁକୂଳ ଜୀବନଶୈଳୀ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ। ନିୟମିତ ପେଟପୂରା ଖାଦ୍ୟ ତଥା ସୁଷମ ଖାଦ୍ୟ ଖାଇଲେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସର ଆଶଙ୍କା ରହି ନ ଥାଏ। ବିଶେଷଭାବରେ ଭିଟାମିନ ଏ, ଭିଟାମିନ ଡି, ଭିଟାମିନ ସି, ଲୌହ, କ୍ୟାଲସିୟମ, ଜିଙ୍କ୍‌, ସେଲେନିୟମ ଆଦି ଅଧିକ ମାତ୍ରାରେ ଥିବା ଖାଦ୍ୟକୁ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ। ତା’ସହ ପୁଷ୍ଟିସାର ଜାତୀୟ ଖାଦ୍ୟ ମଧ୍ୟ ଖାଆନ୍ତୁ। ଭାତ, ଡାଲି, କ୍ଷୀର, ଦହି, ଛେନା, ଚିନାବାଦାମ, ସୋୟାବିନ, ଶାଗ, ପନିପରିବା, ଫଳ, ମାଛ, ମାଂସ ଓ ଅଣ୍ଡା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। କମଳା, ସବୁଜ ରଙ୍ଗର ଫଳ ଓ ପନିପରିବା, ଗାଜର, ବନ୍ଧାକୋବି, ବ୍ରୋକୋଲି, ଲେମ୍ବୁ, ଅଁଳା, ଅଦା, ରସୁଣ, ହଳଦୀ, ଆଲମଣ୍ଡ ମଧ୍ୟ ଏଥିପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri