Posted inଖେଳ

ଅଜିତ ଅଗରକରଙ୍କ ଏହି ରେକର୍ଡକୁ ଆଜି ପର୍ଯ୍ୟନ୍ତ ଭାଙ୍ଗିପାରିନାହାନ୍ତି କୌଣସି ଭାରତୀୟ ବୋଲର

ଭାରତୀୟ ଦଳର ପୂର୍ବତନ ବୋଲର୍‌ ଅଜିତ ଅଗରକର ଆଜି ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ମସିହା ଡିସେମ୍ବର ୪ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅଜିତ ଅଗରକର କ୍ରିକେଟରେ ଏଭଳି ଏକ ରେକର୍ଡ ହାସ କରିଥିଲେ ଯାହା କୌଣସି ଭାରତୀୟ ବୋଲର ଏପର୍ଯ୍ୟନ୍ତ ଭାଙ୍ଗିପାରିନାହାଁନ୍ତି। ଭାରତ ପକ୍ଷରୁ ବୋଲିଂ କରିବା ବେଳେ ସବୁଠୁ କମ ମ୍ୟାଚ ଖେଳି ୫୦ ଉଇକେଟ ହାସଲ କରିବାର ରେକର୍ଡ ଅଗରକରଙ୍କ ନାଁରେ ରହିଛି। କେବଳ ଭାରତରେ ନୁହେଁ ବିଶ୍ୱରେ ମଧ୍ୟ ସେ ଏହି ସଫଳତା ହାସଲ କରିବାରେ ସେ ଦ୍ୱିତୀୟ ଖେଳାଳି। ସେ ୨୩ ମ୍ୟାଚରେ ୫୦ ଉଇକେଟ ପୂରଣ କରିଥିଲେ। ଶ୍ରୀଲଙ୍କାର ଅଜନ୍ତା ମେଣ୍ତିସ ଏହି ମାମଲାରେ ଅଗରକରଙ୍କ ଉପରେ ଅଛନ୍ତି। ସେ କେବଳ ୧୯ଟି ମ୍ୟାଚରେ ୫୦ ଉଇକେଟ ହାସଲ କରିଥିଲେ। ବିଶ୍ୱର ଘାତକ ବୋଲର ସେନ ୱାର୍ଣ୍ଣ, ୱାସିମ ଆକ୍ରମ, ୱାକର ୟୁନିସ, ମୁରଲିଧରନଙ୍କ ଭଳି ବୋଲରଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ଅଗରକର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri