ଆଜ୍‌ମାରୁ ମୁକ୍ତି ପାଇଁ…

ଶୀତଦିନେ ଥଣ୍ଡାର ପ୍ରକୋପ ଯୋଗୁ ଆଜ୍‌ମା ରୋଗୀଙ୍କ ଅବସ୍ଥା ଅଧିକ ଖରାପ ହୋଇଯାଏ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥାଏ। ଅଳ୍ପ ପରିଶ୍ରମ କରିବା ମାତ୍ରେ ରୋଗୀ ଧଇଁସଇଁ ହୋଇଯାଆନ୍ତି। ଅଧିକ ଥଣ୍ଡା ହେବା ଦ୍ୱାରା ରୋଗର ପରିମାଣ ମଧ୍ୟ ବଢ଼ିଥାଏ। ଏହି ରୋଗରୁ ଦୂରେଇ ରହିବାକୁ ହେଲେ ନିଜ ଖାଦ୍ୟପେୟ ପ୍ରତି ଅଧିକ ଯତ୍ନବାନ୍‌ ହେବାକୁ ପଢ଼ିଥାଏ। ଉକ୍ତ ରୋଗର କିଛି ଘରୋଇ ଉପଚାର ମଧ୍ୟ ରହିଛି। ଆସନ୍ତୁ ଜାଣିବା ସେସବୁ ବିଷୟରେ।
– ଆଜ୍‌ମା ରୋଗୀମାନଙ୍କୁ ଅଧିକ ପରିମାଣରେ ରସୁଣ ଓ ତୁଳସୀପତ୍ର ଖାଇବା ଉଚିତ, କାରଣ ଏହା ଦେହର ଥଣ୍ଡାକୁ କାଟିଥାଏ।
– ରସୁଣ ପାଖୁଡ଼ାକୁ କ୍ଷୀରରେ ପକେଇ ଅଳ୍ପ ଫୁଟାଇ ପିଇବା ଦ୍ୱାରା ଥଣ୍ଡା ମଧ୍ୟ କମ ହୋଇଥାଏ।
– ମେଥିକୁ ପାଣିରେ ମିଶାଇ ଭଲ ଭାବେ ଫୁଟାଇ ତାକୁ ପିଇପାରିବେ, ଯାହାଫଳରେ ଏହି ରୋଗରୁ ମୁକ୍ତି ମିଳିଥାଏ।
– ସୋରିଷ ତେଲକୁ ଗରମ କରି ଛାତିରେ ମାଲିସ କଲେ ଆରାମ ମିଳିଥାଏ। ନିଃଶ୍ୱାସପ୍ରଶ୍ୱାସ ନେବାରେ ସହାୟକ ହୋଇଥାଏ।
– ଦୈନିକ ସକାଳେ ତୁଳସୀ ରସରେ ମହୁ ମିଶାଇ ପିଇଲେ ଏହି ରୋଗରୁ ଯଥାସମ୍ଭବ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri